ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ

ବରଗଡ଼,୧୯ା୧(ପ୍ରେମାନନ୍ଦ ଖମାରୀ): ସୋମବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ। ଏହି ଅବସରରେ ବରଗଡ଼ରେ ବହ୍ନିକନ୍ୟାଙ୍କ ଜନ୍ମ ଶତବାର୍ଷିକୀକୁ ଜିଲା ପ୍ରଶାସନ ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପାଳନ କରାଯାଉଛି। ସୋମବାର ସକାଳେ ବରଗଡ଼ସ୍ଥିତ ବହ୍ନିକନ୍ୟାଙ୍କ ପ୍ରତିମୂର୍ତ୍ତିରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି। ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ, ବରଗଡ଼ ସାମ୍ବାଦିକ ସଂଘ, ବଡ଼ମା ଅନୁଷ୍ଠାନ ପକ୍ଷରୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ବିଦ୍ୟାଳୟକୁ ୩୩ କୋଟି ଅନୁମୋଦନ: ଅଭିଭାବକ ମହଲରେ ଖୁସିର ଲହରୀ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାୟୀ କୋଠା ନିର୍ମାଣ ପାଇଁ କେନ୍ଦ୍ର ସରକାର ଇତିମଧ୍ୟରେ ତିନିଦିନ ପୂର୍ବେ ୩୩ କୋଟି ୧୧ ଲକ୍ଷ...

ରୋହିତ ଶର୍ମାଙ୍କ ଖରାପ ଫର୍ମକୁ ନେଇ ଶେଷରେ ମୁହଁ ଖୋଲିଲେ ଗିଲ: ସେ ଏବେ…

ଇନ୍ଦୋର,୧୯।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜରେ ଭାରତ ୨-୧ରେ ପରାଜୟ ବରଣ କରିଛି। ଇନ୍ଦୋରରେ ଅନୁଷ୍ଠିତ ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚ୍‌ରେ...

ଜିଲାର ଚାଷୀଙ୍କ ପାଇଁ ଉଦାହରଣ ସାଜିଲେ ମୂକ ବଧିର ୨ ଭଉଣୀ: କୃଷି ବିଭାଗ ପକ୍ଷରୁ…

ନୂଆପଡ଼ା,୧୮ା୧ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ କୃଷି ମହୋତ୍ସବ ଓ କୃଷି ଯନ୍ତ୍ରପାତି ମେଳାର ଦ୍ୱିତୀୟ ଦିବସରେ ଏକ ନିଆରା ଚାଷୀ...

ଚିଲିକାକୁ ଆସିଛନ୍ତି ୧୧ ଲକ୍ଷ ପକ୍ଷୀ

ବାଲୁଗାଁ,୧୯ା୧(ସଂଗ୍ରାମ ପାଇକରାୟ): ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର...

ଭାଙ୍ଗିଲା ମୁଲାୟମଙ୍କ ପରିବାର: ସାନ ବୋହୂ ନେବେ ଛାଡ଼ପତ୍ର

ଲକ୍ଷ୍ନୌ,୧୯।୧: ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକ ଯାଦବ ତାଙ୍କ ପତ୍ନୀ ଅପର୍ଣ୍ଣା ଯାଦବଙ୍କୁ ଛାଡପତ୍ର ଦେଉଛନ୍ତି। ମୁଲାୟମ ପରିବାରର ବୋହୂ ଅପର୍ଣ୍ଣା...

ବଦଳିବ ‘ଡିପିଆର’, ସାମିଲ ହେବ ପାରାଦୀପ: ନୂଆ ରୂପରେ ଆସିବ ମେଟ୍ରୋ ରେଳ

ଭୁବନେଶ୍ୱର,୧୯।୧(ରବିନାରାୟଣ ଜେନା): ଦୀର୍ଘଦିନ ଧରି ଭୁବନେଶ୍ୱର-କଟକ ମେଟ୍ରୋ ରେଳପ୍ରକଳ୍ପ କାର୍ଯ୍ୟ ଅନିଶ୍ଚିତତା ଭିତରେ ରହିଛି। ଏହାକୁ ନେଇ ଲୋକେ ଆଶା ଓ ଆଶଙ୍କାରେ ରହିଥିବାବେଳେ ରାଜ୍ୟ...

ପ୍ରେମ ସମ୍ପର୍କ ଗୁଜବ ଉପରେ ନୀରବତା ଭାଙ୍ଗିଲେ ଗୋବିନ୍ଦା, କହିଲେ ଷଡ଼ଯନ୍ତ୍ର ସମସ୍ତଙ୍କ ସହିତ…

ନୂଆଦିଲ୍ଲୀ,୧୯।୧: ଅଭିନେତା ଗୋବିନ୍ଦା ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ସହିତ ତାଙ୍କ ବୈବାହିକ ଜୀବନକୁ ନେଇ ଗୁଜବ ଚାଲିଥିବା ବେଳେ ତାଙ୍କ ବିରୁଦ୍ଧରେ ଏକ ଷଡ଼ଯନ୍ତ୍ରରୁ...

ଅଯୋଧ୍ୟା ଅଭିମୁଖେ ସ୍ବର୍ଣ୍ଣ ଧନୁ

ପୁରୀ,୧୯।୧(ଅଜିତ୍‌ କୁମାର ମହାନ୍ତି): ଅଯୋଧ୍ୟା ଅଭିମୁଖେ ଯାତ୍ରା କଲା ସ୍ବର୍ଣ୍ଣ ଧନୁ। ରବିବାର ଭୁବନେଶ୍ୱରରେ ଧନୁ ପ୍ରଦର୍ଶନ ହେବାପରେ ବିଳମ୍ବିତ ରାତିରେ ପୁରୀରେ ପହଞ୍ଚିଥିଲା। ସ୍ବର୍ଣ୍ଣରେ ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri