ସଲମାନ ଶିକାର କରିଥିବା କୃଷ୍ଣସାର ମୃଗର ହେବ ସ୍ମାରକୀ

ଜୟପୁର,୧୩ ।୮: ବଲିଉଡ ଭାଇଜାନ ସଲମାନ ଖାଁ କିଛିଦିନ ହେବ ଖୁବ୍ ଚର୍ଚ୍ଚାରେ ରହୁଛନ୍ତି । ଯେବେଠାରୁ ତାଙ୍କୁ ହତ୍ୟା ଧମକ ମିଳିଲାଣି ସେବେଠାରୁ ସେ ପବ୍ଲିକ ପ୍ଲେସ ଯିବା କମ କରି ଦେଇଛନ୍ତି । ଏହାସହ ତାଙ୍କ ସୁରକ୍ଷାକୁ ବି ବଢାଇ ଦିଆଯାଇଛି । କିଛିଦିନ ପୂର୍ବରୁ ସଲମାନଙ୍କୁ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ହତ୍ୟା ଧମକ ଦିଆଯାଇଥିଲା । ଯାହା ଚର୍ଚ୍ଚାର ବିଷୟ ହୋଇଥିଲା । ବିଶ୍ନୋଇ ସମାଜ କୃଷ୍ଣସାର ମୃଗକୁ ଭଗବାନଙ୍କ ଅବତାର ବୋଲି ମାନି ଥାଆନ୍ତି । ସଲମାନଙ୍କ ଉପରେ କୃଷ୍ଣସାର ମୃଗ ଶିକାର କରିଥିବା ଅଭିଯୋଗ ରହିଛି । ୨୪ ବର୍ଷ ପୂର୍ବେ ଫିଲ୍ମ ‘ହମ ସାଥ ସାଥ ହୈ’ର ଶୁଟିଂ ସମୟରେ ସଲମାନ ଯେତେବେଳେ ଶିକାର କରିବାକୁ ବାହାରିଥିଲେ ସେତେବେଳେ ସେ କୃଷ୍ଣସାର ମୃଗ ଶିକାର କରିଥିବା ଅଭିଯୋଗ ହୋଇଥିଲା । କୃଷ୍ଣସାର ମୃଗକୁ ଭଗବାନ ବୋଲି ମାନୁଥିବା ବିଶ୍ନୋଇ ସମାଜ ଏବେ କାଂକଣି ଗାଁରେ ଏହି ମୃଗର ଏକ ବଡ ସ୍ମାରକ କରିବେ ବୋଲି ଘୋଷଣା କରିଛନ୍ତି ।
ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, କାଂକଣି ଗାଁରେ ସ୍ମାରକ ସହ ଏକ ବଡ ରେସକ୍ୟୁ ସେଣ୍ଟର ସେହି ଜାଗାରେ ନିର୍ମାଣ କରାଯିବ ଯେଉଁଠି ହରିଣର ମୃତ୍ୟୁ ହୋଇଥିଲା । ୭ ଏକର ଜମିରେ ଏହା ନିର୍ମାଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?