Posted inଜାତୀୟ

ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ବିଷ୍ଣୁଦେଓ ସାଏ

ରାୟପୁର,୧୩।୧୨: ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ବିଷ୍ଣୁଦେଓ ସାଏ ଶପଥ ଗ୍ରହଣ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଭାବେ ଭାଜପା ରାଜ୍ୟ ସଭାପତି ଅରୁଣ ସାଓ ଏବଂ ବିଜୟ ଶର୍ମା ଶପଥ ଗ୍ରହଣ କରିଥିଲେ। ରାଜଧାନୀ ରାୟପୁରର ସାଇନ୍ସ କଲେଜରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଭାଜପାର ଆଞ୍ଚଳିକ ତଥା ଜାତୀୟ ସ୍ତରର ନେତାମାନେ ଉପସ୍ଥିତ ଥିଲେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ସଭାପତି ଜେ.ପି. ନଡ୍ଡା ଶପଥ ଗ୍ରହଣ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।
ସାଏ ରାଜ୍ୟର ଚତୁର୍ଥ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହାପୂର୍ବରୁ ଅଜିତ ଯୋଗୀ, ରମଣ ସିଂ ଏବଂ ଭୁପେଶ ବାଘେଲ ଏହି ପଦବୀରେ ରହିଥିଲେ। ପାଞ୍ଚ ବର୍ଷ ପରେ ଭାଜପା ରାଜ୍ୟରେ କ୍ଷମତାକୁ ଫେରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri