ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି

ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରୁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ପରେ ଏବେ ହଟିଲେ ସଚିବ। ଉଚ୍ଚ ଶିକ୍ଷା ସଚିବ ପଦରୁ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇଛି। ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଦାୟିତ୍ୱ ଦିଆଯାଇଛି। କିଛିସମୟ ପୂର୍ବରୁ ମନ୍ତ୍ରୀ ପଦରୁ ରୋହିତ୍‌ ପୂଜାରୀ ବାଦ୍‌ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri