ଭାଜପା ଛାଡିଲେ ବିଶ୍ୱରଞ୍ଜନ

ଯାଜପୁର ଅଫିସ/ବରୀ, ୨୦।୧୦: ଯାଜପୁର ଜିଲାରେ ଭାଜପାର ସାଙ୍ଗଠନିକ ସ୍ଥିତି କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ତୁଷାର ପରିଡ଼ା ବିଜେଡିରେ ଯୋଗଦାନ କରିବାର କିଛିଦିନ ପରେ ବୁଧବାର ବରୀ ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ବିଶ୍ୱରଞ୍ଜନ ମଲ୍ଲିକ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ବରୀ ବ୍ଲକ ଅଧ୍ୟକ୍ଷା ସୁବାସିନୀ ଶର୍ମା, ଉପାଧ୍ୟକ୍ଷ ରମେଶଚନ୍ଦ୍ର ଭଞ୍ଜ ଓ ୨୪ ନଂ. ଜିଲା ପରିଷଦ ଜୋନର ସଭ୍ୟା ରଞ୍ଜିତା ସାମଲ ମଧ୍ୟ ରାଜ୍ୟ ଭାଜପା ସଭାପତିଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଶ୍ୱରଞ୍ଜନ କଂଗ୍ରେସ ଛାଡ଼ି ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ଏହାପରେ ସେ ଭାଜପା ଟିକେଟରେ ନିର୍ବାଚନ ଲଢ଼ି ଥିଲେ ମଧ୍ୟ ଜିତି ପାରି ନ ଥିଲେ। ଏବେ ସେ ବିଜେଡିରେ ମିଶିବାର ସମ୍ଭାବନା ରହିଛି। ବରୀବାସୀ ଏହାକୁ କେତେଦୂର ଗ୍ରହଣ କରବେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଅନ୍ୟପକ୍ଷେ ନିଜ ସଙ୍ଗଠନକୁ ସୁରକ୍ଷା ଦେବାକୁ ଯାଇ ବିଶ୍ୱରଞ୍ଜନ ଭାଜପା ଛାଡି ବିଜେଡିରେ ମିଶିବାକୁ ଯାଉଛନ୍ତି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri