ବିଶ୍ଵଶାନ୍ତି ରାମ ତାରକ ମହାଯଜ୍ଞ: ଚଳଚଞ୍ଚଳ ନୀଳକଣ୍ଠେଶର ଶୈବପୀଠ

ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର):ଗଞ୍ଜା ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେଦାରପୁର ଗ୍ରାମ ଶ୍ରୀ ନୀଳକଣ୍ଠେଶର ଶୈବପୀଠରେ ମାଘ ଶୁକ୍ଳ ଷଷ୍ଠୀ ସୋମବାର ଠାରୁ ବିଶଶାନ୍ତି ରାମ ତାରକ ମହାଯଜ୍ଞ ଶୁଭାରମ୍ଭ ହୋଇଛି। ଶୁକ୍ରବାର ଏହି ମହାଯଜ୍ଞର ପୂର୍ଣ୍ଣାହୁତି କରାଯିବ। ସୋମବାର ସକାଳେ ମୌଳାଭଞ୍ଜା ଘୋଡ଼ାହାଡ଼ ନଦୀ ପଠାରେ ପ୍ରଚଳିତ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା କରାଯିବା ପରେ ଦୀକ୍ଷାଗ୍ରହଣ କାୟାଶୁଦ୍ଧି ପରେ କଳସ ଯାତ୍ରା ରେ ଶତାଧିକ ଶ୍ରଦ୍ଧାଳୁ ସାମିଲ ଥିଲେ। କଳସ ଯାତ୍ରା ମହାଯଜ୍ଞ ସ୍ଥଳରେ ପହଞ୍ଚିବା ପରେ ସାଲା ସଂସ୍କାର ଅଙ୍କୁରା ରୋପଣ ଏବଂ ନାମଯଜ୍ଞ ଶୁଭାରମ୍ଭ ହୋଇଥିଲା। ମହାଯଜ୍ଞ ନିମନ୍ତେ ସମଗ୍ର ଗାଁ ଉତ୍ସବ ମୁଖର ହୋଇଉଠିଛି। ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ବହୁ ସଂଖ୍ୟକ ଗ୍ରାମବାସୀ ଗାଁ ରେ ପହଞ୍ଚିଛନ୍ତି। ଦିଗପହଣ୍ଡିର ସାମାଜିକ କର୍ମୀ ପ୍ରମୋଦ କୁମାର ପାଣିଗ୍ରାହୀ ସସ୍ତ୍ରିକ ମହାଯଜ୍ଞରେ କର୍ତ୍ତା କାର୍ଯ୍ୟ ତୁଲାଉଛନ୍ତି। ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରୁ ବହୁସଂଖ୍ୟକ ବିଜ୍ଞ କର୍ମକାଣ୍ଡବିତ୍ ବୈଦିକ ବ୍ରାହ୍ମଣ ମହାଯଜ୍ଞ କାର୍ଯ୍ୟ ପରିଚାଳନା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଗର ନିଗମ ଫଳାଫଳ: ଭାଜପାକୁ ବଡ଼ ଝଟକା, ଆଉ ୪ ୱାର୍ଡରେ ଜିତିଲା କଂଗ୍ରେସ

ଜୟପୁର,୧୭।୯: ରାଜସ୍ଥାନର ଜୟପୁର, କୋଟା ଓ ଯୋଧପୁରର ୯ଟି ଆସନ ମଧ୍ୟରୁ ୮ଟିର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ଏହି ଆସନଗୁଡ଼ିକରେ ସେପ୍ଟେମ୍ବର ୧୬ ତାରିଖରେ ପୁନଃ…

ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ, ୧୭ା୯ : ବାୟୁ ପ୍ରଦୂଷଣ ସଂସ୍ପର୍ଶରେ ଆସିବା ଦ୍ୱାରା ବ୍ୟକ୍ତିଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ଏବଂ ଆତ୍ମହତ୍ୟାର ଚିନ୍ତାଧାରା ବୃଦ୍ଧି ପାଉଥିବା ନେଇ ଏକ ନୂତନ…

ବୈଦିକ ଭୂମିରେ ହିନ୍ଦୁଧର୍ମ

ସିନ୍ଧୁ ନଦୀର ଶାଖାନଦୀଗୁଡ଼ିକ ଦ୍ୱାରା ପ୍ଳାବିତ ପଞ୍ଜାବ ମୂଳ ବୈଦିକ ଭୂମି ଥିଲା। ହେଲେ ଏବେ ଯମୁନା-ଗଙ୍ଗା ଧୋୟାଞ୍ଚଳ ସହିତ ବେଦକୁ ଅଧିକ ଜଡ଼ିତ କରାଯାଉଥିବାବେଳେ ଅନ୍ୟପକ୍ଷରେ…

PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ

ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ UPIକୁ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?