ଓଡ଼ିଶା ଷ୍ଟେଟ୍‌ ଓପନ୍‌ ସୁଟିଂ ଚାମ୍ପିଅନଶିପ୍‌: କଳାହାଣ୍ଡିର ପୁଅ ବିଶ୍ୱଜିତଙ୍କ କମାଲ୍‌, ଜିତିଲେ ସ୍ବର୍ଣ୍ଣ ସହ…

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ)-ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ୨ ଦିନ ଧରି ଚାଲିଥିବା ଦ୍ୱିତୀୟ ଓଡ଼ିଶା ଷ୍ଟେଟ ଓପନ୍‌ ସୁଟିଂ ଚାମ୍ପିଅନ୍‌ଶିପରେ କମାଲ ଦେଖାଇଛନ୍ତି କଳାହାଣ୍ଡିର ପୁଅ ବିଶ୍ୱଜିତ ପାତ୍ର। ଓଡିଶା ରାଇଫଲ ଆସୋସିଏଶନ ପକ୍ଷରୁ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବିଶ୍ୱଜିତ ପାତ୍ର ୨ଟି ଇଭେଣ୍ଟରେ ସ୍ବର୍ଣ୍ଣ ଓ ରୋପ୍ୟ ପଦକ ହାସଲ କରି ଜିଲା ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ବିଶ୍ୱଜିତ ୧୦ ମୋଟର ଓପନ ସାଇଟ୍‌ ଏୟାର ରାଇଫଲ (ବରିଷ୍ଠ) ବର୍ଗରେ ସ୍ବର୍ଣ୍ଣ ଓ ୫୦ ମିଟର ରାଇଫଲ(ବରିଷ୍ଠ ବର୍ଗରେ) ରୋପ୍ୟ ପଦକ ହାସଲ କରିଛନ୍ତି। ଏହି ସଫଳତା ପରେ ଜିଲାର ବିଭିନ୍ନ ମହଲରୁ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri