ମନ ମୋହୁଛି ଭଳିକି ଭଳି ମେଢ: ଚାରିଆଡ଼େ ଉତ୍ସାହ

ବଲାଙ୍ଗୀର, ୧୮।୯ (ସୁନିଲ ମହାନ୍ତି) ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଛି। ବଲାଙ୍ଗୀର ନୂତନ ବସ ଚର୍ମିନାଲଠାରେ ଘରୋଇ ବସ ମାଲିକ ସଂଘ, ସହରର ଆଇନ ମହାବିଦ୍ୟାଳୟ ସ୍ଥିତ ରାସ୍ତାକଡ ଟ୍ରକ ଅପ୍ରେଟର ଆସୋସିଏଶନ ଅଫିସ , ସର୍କିଟ ହାଉସ ରାସ୍ତା କଡରେ ଜିଲା ବଢ଼େଇ ସଂଘ ଏବଂ ରାଜ୍ୟ ସଡକ ପରିବହନ ନିଗମ ଗ୍ୟାରେଜ, ସାଲେପାଲିସ୍ଥିତ ଚନ୍ଦ୍ରଜ୍ୟୋତି ଗ୍ୟାସ ଗୋଦାମ, ରାଜୀବ ନଗର ଚସକା ଫେକ୍ଟରୀ,ଖମାରମୁଣ୍ଡା ସ୍ଥିତ କେବିକେ ଆଇଟିଆଇ, ସଦାଇପାଲି ସାଇଟ , କର୍କିପାଲି ସ୍ଥିତ ଆଇଟିଆଇ ପରିସରରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ ହୋଇଥିଲା। ଏହା ସହିତ ସହରର ବିଭିନ୍ନ ଗ୍ୟାରେଜ, ସର୍ଭିସ ସେଣ୍ଟର, ସୋ ରୁମ ଠାରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ ହୋଇଛି। ଏହା ସହିତ ସହରରେ ବିଦ୍ୟୁତ୍ ବିଭାଗ, ଜନ ସ୍ବାସ୍ଥ୍ୟ ବିଭାଗ,ଅଟୋ ଷ୍ଟାଣ୍ଡ , ଟ୍ୟାକ୍ସି ଷ୍ଟାଣ୍ଡ ଓ ବିଭିନ୍ନ ଦୋକାନରେ ବିଶ୍ୱକର୍ମା ପୂଜା କରାଯାଇଛି। ଚଳିତବର୍ଷ ଅନେକ ସ୍ଥାନରେ ପୂଜା ମଣ୍ଡପରେ ବିଶ୍ୱକର୍ମା ମୃଣ୍ମୟ ମୂର୍ତ୍ତି ଓ ମେଢ଼ ବେଶ ଆକର୍ଷଣୀୟ ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri