Posted inଜାତୀୟ

ଗୁଜରାଟରେ କଂଗ୍ରେସକୁ ବଡ଼ ଝଟକା

ଗାନ୍ଧୀନଗର,୫।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଗୁଜରାଟ ଗସ୍ତ ପୂର୍ବରୁ ବିଶ୍ୱନାଥସିଂ ବଘେଲା ରାଜ୍ୟ ଯୁବ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଏଭଳି ସ୍ଥିତିରେ ଗୁଜରାଟରେ କଂଗ୍ରେସକୁ ଆଉ ଏକ ବଡ଼ ଝଟକା ଲାଗିଛି। କଂଗ୍ରେସରେ ଯୋଗଦିଅ ଅଭିଯାନରେ ରାହୁଲ ଗୁଜରାଟ ଆସୁଥିବା ବେଳେ ତାଙ୍କ ଦଳରେ କଂଗ୍ରେସ ଛାଡ଼ ଅଭିଯାନ ଚାଲିଛି ବୋଲି ଭାଜପା ରାଜ୍ୟ ମୁଖପାତ୍ର ରୁତ୍‌ଭିଜ ପଟେଲ କହିଛନ୍ତି। ୩୫ ବର୍ଷୀୟ ବିଶ୍ୱନାଥସିଂ ଚଳିତବର୍ଷ ଜାନୁୟାରୀରେ ରାଜ୍ୟ ଯୁବ କଂଗ୍ରେସର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା...

ମଙ୍କିପକ୍ସ ମାମଲା ଚିହ୍ନଟ ପରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି

ନୂଆଦିଲ୍ଲୀ,୧୫।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢାଇଛି ମଙ୍କିପକ୍ସ ମାମଲା। କେରଳରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ ମାମଲା ଚିହ୍ନଟ ହୋଇଛି। ଏହାପରେ...

ଅରୁଣାଞ୍ଚଳରେ ଦ୍ୱିତୀୟ ଏନକ୍ଲେଭ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ,୧୮।୧୧: ଅରୁଣାଞ୍ଚଳ ପ୍ରଦେଶରେ ଚାଇନା ଦ୍ୱିତୀୟ ଏନ୍‌କ୍ଲେଭ ନିର୍ମାଣ କରିଛି। ଭାରତ ସୀମା ମଧ୍ୟରେ ନିର୍ମିତ ଏନ୍‌କ୍ଲେଭରେ ରହିଛି ୬୦ ବିଲ୍ଡିଂ। ଏକ ଜାତୀୟ ଗଣମାଧ୍ୟମ...

ୟୁକ୍ରେନ ସଙ୍କଟ: ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୩: ୟୁକ୍ରେନରେ ଫଶିଥିବା ଛାତ୍ରୀଛାତ୍ର ଓ ସାଧାରଣ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ଭାରତର ଉଦ୍ୟମ ଜାରି ରହିଛି। ଏହି ଅବସରରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ହିନ୍ଦୁ ଦେବୀଦେବତାଙ୍କଠାରେ ଭକ୍ତି ଥିବା ଅନ୍ୟ ଧର୍ମର ବ୍ୟକ୍ତିଙ୍କୁ ମନ୍ଦିରରେ ପ୍ରବେଶ ଅନୁମତି ଦେବା ଉଚିତ, କହିଲେ ହାଇକୋର୍ଟ…

ଚେନ୍ନାଇ, ୯।୭ :ହିନ୍ଦୁ ଦେବୀଦେବତାଙ୍କଠାରେ ଭକ୍ତି ଥିବା ଅନ୍ୟ ଧର୍ମର ବ୍ୟକ୍ତିଙ୍କୁ ମନ୍ଦିରରେ ପ୍ରବେଶ ଅନୁମତି ଦେବା ଉଚିତ ବୋଲି ମାଡ୍ରାସ ହାଇକୋର୍ଟ ଏଭଳି ମନ୍ତବ୍ୟ...

ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣ: ବଢ଼ିଲା ୧୦ ବର୍ଷ

ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ମଞ୍ଜୁରୀ...

ମୁମ୍ବାଇରେ ଡାକ୍ତର, ନର୍ସ କରୋନା ସଂକ୍ରମିତ: ୨ ଘରୋଇ ହସ୍ପିଟାଲ ସିଲ୍‌

ମୁମ୍ବାଇ,୭।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ଡାକ୍ତର ଓ ନର୍ସଙ୍କ ମଧ୍ୟରେ ଦେଖାଯିବାରୁ ଚିନ୍ତାର କାରଣ ପାଲଟିଯାଇଛି। ଏଠାରେ...

୫ ରାଜ୍ୟକୁ ୩,୧୧୩ କୋଟିର ବିପର୍ଯ୍ୟୟ ସହାୟତା

ନୂଆଦିଲ୍ଲୀ,୧୩।୨: ଗତବର୍ଷ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟ ଏବଂ ଚାଷ ଜମିରେ ହୋଇଥିବା କୀଟ ଆକ୍ରମଣ ନେଇ ୫ଟି ରାଜ୍ୟକୁ ୩,୧୧୩ କୋଟି ଟଙ୍କାର ସହାୟତା ପ୍ରସ୍ତାବକୁ...

Advertisement
Archives

Model This Week