Posted inଖେଳ

ବିଶ୍ୱରଞ୍ଜନ ଷଡ଼ଙ୍ଗୀ ଟେକ୍ନିକାଲ ଅଫିସିଆଲ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): ଓମାନର ସାଲାହଠାରେ ମହିଳା ଓ ପୁରୁଷ ଏସିଆନ ହକି ୫ଏସ୍‌ ବିଶ୍ୱକପ କ୍ୱାଲିଫାୟର ଚଳିତ ମାସ ୨୫ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ବିଶ୍ୱରଞ୍ଜନ ଷଡ଼ଙ୍ଗୀଙ୍କୁ ଟେକ୍ନିକାଲ ଅଫିସିଆଲ ଭାବେ ଦାୟିତ୍ୱ ମିଳିଛି। ପୂର୍ବରୁ ବିଶ୍ୱରଞ୍ଜନ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜଜ୍‌ ଏବଂ ଟେକ୍ନିକାଲ ଅଫିସିଆଲ ଦାୟିତ୍ୱ ସଫଳତାର ସହ ନିର୍ବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri