ବିଟ୍‌କଏନ୍‌କୁ ଅଫିସିଆଲ କରେନ୍ସି ମାନ୍ୟତା

ସାନ୍‌ ସାଲ୍‌ଭେଡର ୮ା୯: କ୍ରିପ୍ଟୋକରେନ୍ସି ବିଟ୍‌କଏନ୍‌କୁ ଲିଗାଲ ଟେଣ୍ଡର ବା ଅଫିସିଆଲ କରେନ୍ସି ମାନ୍ୟତା ଦେବାରେ ଏଲ୍‌ ସାଲଭେଡର ମଙ୍ଗଳବାର ବିଶ୍ୱର ପ୍ରଥମ ଦେଶ ହୋଇଛି। କିଛି ମାସ ପୂର୍ବରୁ ଏହି ଦେଶ ବିଟ୍‌କଏନକୁ ବୈଧ ବୋଲି ଘୋଷଣା କରିଥିଲା। କ୍ରିପ୍ଟୋକରେନ୍ସି ବ୍ୟବହାର ଦ୍ୱାରା କ୍ଷତିର ଯଥେଷ୍ଟ ଆଶଙ୍କା ଥିବାରୁ ଏଲ୍‌ ସାଲଭେଡରବାସୀ ଏହା ଉପରେ ଭରସା କରିପାରୁ ନ ଥିଲେ ହେଁ ରାଷ୍ଟ୍ରପତି ନଇବ୍‌ ବୁକେଲେ ଏଭଳି ଘୋଷଣା କରିଛନ୍ତି। ସେଠାକାର ଅଧିକାଂଶ ଲୋକେ ଏହା ମାଧ୍ୟମରେ ବ୍ୟାଙ୍କିଙ୍ଗ୍‌ ସେବା ପାଇପାରିବେ। ଏଥିସହ ପ୍ରତିବର୍ଷ ବିଦେଶରୁ ପଠାଯାଉଥିବା ଅର୍ଥ ବାବଦରେ ରେମିଟାନ୍ସ ଫଣ୍ଡ ଉପରେ ୪୦୦ ମିଲିୟନ୍‌ ଡଲାର ସଞ୍ଚୟ ହୋଇପାରିବ ବୋଲି ନଇବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ୟୁଏସ୍‌ ବାଣିଜ୍ୟ ଚୁକ୍ତି ନେଇ ଆଶାବାଦୀ:ସୀତାରାମନ

ନୂଆଦିଲ୍ଲୀ,୧୯-୧୦: ଭାରତ ଏବଂ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌) ମଧ୍ୟରେ ରହିଥିବା ବାଣିଜି୍ୟକ ମତଭେଦ କମ୍‌ ହୋଇଛି। ଶୀଘ୍ର ଦୁଇ ଦେଶ ବାଣିଜ୍ୟ ଚୁକ୍ତିରେ ସାମିଲ ହେବା...

ଥରିଲା ମେକ୍ସିକୋ, ସୁନାମି ଆଶଙ୍କା ଯୋଗୁ ଲୋକେ ଆତଙ୍କିତ…

ମେକ୍ସିକୋ ସିଟି,୮।୯: ମେକ୍ସିକୋ ସିଟିରେ ମଙ୍ଗଳବାର-ବୁଧବାର ବିଳମ୍ବିତ ରାତ୍ରରେ ଭୂକମ୍ପ ହୋଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଅନୁସାରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୦...

ପୁଣି ସୌରମଣ୍ଡଳ ନବଗ୍ରହରେ ସାମିଲ୍‌ ହେଲା ପ୍ଲୁଟୋ

ଓ୍ବାଶିଂଟନ,୨୯।୮: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ପୁଣିଥରେ ନବଗ୍ରହ ତାଲିକାରେ ପ୍ଲୁଟୋକୁ ସାମିଲ୍‌ କରାଯାଇଛି। ପୂର୍ବରୁ ୨୦୦୬ରେ ଏହା ସୌରମଣ୍ଡଳର ଗ୍ରହ ନୁହେଁ...

କରୋନା ଉପରେ ଲଗାମ ନାହିଁ

ଓ୍ବାଶିଂଟନ/ରୋମ୍‌/ପ୍ୟାରିସ୍‌, ୭ା୪ : କରୋନା ଭାଇରସ୍‌ ବେଲଗାମ୍‌ ସ୍ଥିତିରେ ପହଞ୍ଚିଛି। ବିଶ୍ୱର ୨୦୯ ଦେଶରେ ଏହି ଭୂତାଣୁ ନିଜର ଅଧିକାର ଜାହିର କରିବା ପରେ ପ୍ରାୟ...

ତାଲିବାନ ସହିତ ଆମେରିକା ଶାନ୍ତିଚୁକ୍ତି: ବଢ଼ିବ ଭାରତର ସମସ୍ୟା; ପାକିସ୍ତାନ ପାଇଁ ସୁଯୋଗ

ଓ୍ବାଶିଂଟନ,୨୨।୨: ଆମେରିକା ଆଫଗାନିସ୍ତାନ ଆତଙ୍କବାଦୀ ସଂଗଠନ ତାଲିବାନ ସହିତ ଶାନ୍ତିଚୁକ୍ତିି କରିବା ଲାଗି ଯୋଜନା କରିଛି। ଫେବୃୟାରୀ ୨୯ରେ ଏହି ଚୁକ୍ତି ହେବ ବୋଲି କୁହାଯାଉଛି।...

ଫୋର୍ବସ ଭାରତୀୟ ଧନୀ ତାଲିକା ଶୀର୍ଷରେ ମୁକେଶ

ନୂଆଦିଲ୍ଲୀ: ଫୋର୍ବସ ପକ୍ଷରୁ ପ୍ରକାଶିତ ୧୦୦ ଭାରତୀୟ ଧନୀ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଶୀର୍ଷରେ ରହିଛନ୍ତି। ଲଗାତର ୧୩ ବର୍ଷ ଲାଗି...

କ୍ରୋଏସିଆରେ ଭୟଙ୍କର ଭୂମିକମ୍ପ

କ୍ରୋଏସିଆ,୨୯ା୧୨: କେନ୍ଦ୍ରୀୟ କ୍ରୋଏସିଆରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ଥିବା ଜଣାପଡ଼ିଛି।...

ଦାରିଦ୍ର୍ୟ ମଧ୍ୟକୁ ଠେଲି ହୋଇଯିବେ ୮.୬ କୋଟି ପିଲା

ନୂଆଦିଲ୍ଲୀ,୧ା୬:ମହାମାରୀ କରୋନା ଯୋଗୁ ସାରା ବିଶ୍ୱରେ ଘୋର ଆର୍ଥିକ ଅବନତି ଘଟିଛି। ଏହାର ପ୍ରଭାବରେ ୨୦୨୦ ଶେଷ ସୁଦ୍ଧା ସ୍ବଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶଗୁଡ଼ିକର...

Advertisement
Archives

Model This Week