ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କଲରା

କଲରାରେ ଅନେକ ପ୍ରକାର ଔଷଧୀୟ ଗୁଣ ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହାର ମୁଖ୍ୟ ଭୂମିକା ଅଛି ବୋଲି ଜଣାପଡ଼ିଛି। ‘କଲରା ଓ ରୋଗ ପ୍ରତିରୋଧକ ଶକ୍ତି’ ବିଷୟକୁ ନେଇ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରି ଏକଥା ଜାଣିପାରିଛନ୍ତି। ଏହାବ୍ୟତୀତ କଲରାରେ ଆଣ୍ଟି-ଅକ୍ସିଡାଣ୍ଟ୍‌ ଗୁଣ ଥିବାରୁ ବାହାର ଜୀବାଣୁକୁ ଏହା ଶରୀର ଭିତରକୁ ଯିବାକୁ ଦିଏ ନାହିଁ। ଏଥିରେ ଭିଟାମିନ୍‌-ଏ ଭରିରହିଛି, ଯାହା ନୂଆ ଚର୍ମ ଗଠନରେ ସହାୟକ ହୋଇଥାଏ। ପ୍ରତିଦିନ କଲରା ଖାଇବା ଆଖି ପାଇଁ ମଧ୍ୟ ମହୌଷଧି ପରି କାମ କରେ। ହୃଦ୍‌ଜନିତ ଏବଂ ଡାଇବେଟିସ୍‌ ସମସ୍ୟା ସହ ଜଡ଼ିତ ବ୍ୟକ୍ତି ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର। କାରଣ ଏହାକୁ ଖାଇବା ଦ୍ୱାରା ରକ୍ତରେ ଶର୍କରାର ପରିମାଣ କେତେକାଂଶରେ କମିଥାଏ। କଲରା ଜୁସ୍‌ ମଧ୍ୟ ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଇନ୍‌ସୁଲିନ୍‌ କ୍ଷରଣକୁ ସନ୍ତୁଳିତ ରଖି ରକ୍ତ ସଂଚାଳନକୁ ଶରୀରରେ ଠିକ୍‌ ଭାବେ କରାଇଥାଏ କଲରା। ଉଚ୍ଚ ରକ୍ତଚାପ, ଆଜ୍‌ମା ଭଳି ମାରାତ୍ମକ ରୋଗକୁ ଏହା କିଛିମାତ୍ରାରେ ମଧ୍ୟ କମାଇଥାଏ। ଏହା କ୍ଷତ ସ୍ଥାନକୁ ଶୀଘ୍ର ପୂରଣ କରିବା ସହ ରକ୍ତ ପରିଷ୍କାର କରେ ଓ ଖାଦ୍ୟ ହଜମରେ ମଧ୍ୟ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri