ମୁଖ୍ୟ ରାସ୍ତାରୁ ଉଠିଲା ପିଚୁ

କେନ୍ଦୁଝର, ୧୭ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ରାସ୍ତାର ମରାମତି ପାଇଁ ବହୁ ଅର୍ଥ ଖର୍ଚ୍ଚ କରାଯାଉଥିଲେ ହେଁ ଉପଯୁକ୍ତ ତଦାରଖ ଅଭାବରୁ ନିମ୍ନମାନର କାମ ଯୋଗୁ କିଛି ଦିନ ମଧ୍ୟରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ବର୍ଷା ଓ ରାତିରେ ଏହି ରାସ୍ତା କାମ କରାଯାଉଥିବାରୁ ଠିକ ଭାବେ ରାସ୍ତାରୁ ଧୂଳି ମାଟି ସଫେଇ ନ କରି ତାହା ଉପରେ ପିଚୁ କାମ ହେଉଥିବାରୁ କମ ଦିନରେ ଅନେକ ସ୍ଥାନରେ ପିଚୁ ଓ ଚିପ୍ସ ଉଠି ଯାଉଥିବା ଅଭିଯୋଗ ହେଉଛି। ଫଳରେ ରାସ୍ତା ଅବସ୍ଥା ଶୋଚନୀୟ ହେବାକୁ ବସିଛି। ଏନେଇ ଦୁର୍ଘଟଣା ଘଟିବା ଆଶଙ୍କା ସୃଷ୍ଟି ହୋଇଛି। ସେହିପରି ପିଚୁ କାମ ସମୟରେ ରାସ୍ତା କଡରେ ଡ୍ରେନକୁ ପାଣି ନିଷ୍କାସନ ପଏଣ୍ଟ ଗୁଡିକ ମଧ୍ୟ ବନ୍ଦ ହୋଇଯାଉଛି। ଫଳରେ ବର୍ଷା ହେଲେ ରାସ୍ତାରେ ପାଣି ଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବ ବୋଲି ଆଶଙ୍କା ହେଉଛି। ତୁରନ୍ତ ଏନେଇ ପଦକ୍ଷେପ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?