Odisha Elections 2024

ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଖମ୍ବାରିଗାଁ ପଞ୍ଚାୟତର ବିଜେଡି ଯୁବନେତା ତଥା ପୂର୍ବତନ ବ୍ଲକ ଯୁବ ସଭାପତି ଲଳିତ ମୋହନ ମହାପାତ୍ରଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଭାଇ ରଜତ ମହାପାତ୍ର ବୁଧବାର କେ.ନୂଆଗାଁ ଥାନାରେ ଏତଲା ଦେଇଛନ୍ତି। ପୋଲିସ ନଂ.୨୧୧/୨୩ରେ ହତ୍ୟା ମାମଲା ରୁଜୁ କରିଛି। ଏଥିସହିତ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତ କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ବ୍ରହ୍ମପୁର ଏସ୍‌ପି ଶ୍ରବଣ ବିବେକ ଏମ୍‌ଙ୍କ ସହ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରି ଫେରିଛନ୍ତି। ଲଳିତଙ୍କ ବୁଲେଟ୍‌ ମୋଟରସାଇକେଲକୁ ପୋଲିସ ଜବତ କରିଛି। ଏହି ଘଟଣାକୁ ନେଇ ଖମ୍ବାରି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା କେ.ନୂଆଗାଁ ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା...

ଚଳିତ ମାସ ଶେଷରେ ବଙ୍ଗୋପସାଗରରେ ଆସିପାରେ ବାତ୍ୟା, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

ଭୁବନେଶ୍ୱର,୧୭।୫: ଚଳିତ ମାସର ଶେଷ ଭାଗରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯଦିଓ ଭାରତ ପାଣିପାଗ ବିଭାଗ (ଆଇଏମଡି) ଏପର୍ଯ୍ୟନ୍ତ କୌଣସି ଅଫିସିଆଲ ପୂର୍ବାନୁମାନ...

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି...

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି...

ସହରରୁ ଉଜୁଡ଼ିଗଲା ସବୁଜିମା

ନବରଙ୍ଗପୁର,୧୭।୫(ସଦାଶିବ ପ୍ରହରାଜ): ଜାତୀୟ ରାଜପଥ କଡ଼ରୁ କଟିଲା ଅତି ପୁରୁଣା ବିରାଟକାୟ ଗଛ। ନବରଙ୍ଗପୁର ସହର ଅସ୍ଥାୟୀ ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମଧ୍ୟ ଗଛ...

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ...

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ଦେଖିବାକୁ ଭୁବନେଶ୍ୱରରେ ଜନସମୁଦ୍ର

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri