ନୂଆ ସଂସଦ ଭବନ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବ ବିଜେଡି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୪ା୫(ବ୍ୟୁରୋ): ଦିଲ୍ଲୀରେ ନୂଆ ସଂସଦ ଭବନ ଉଦ୍‌ଘାଟନ ଉତ୍ସବରେ ବିଜେଡି ଯୋଗ ଦେବ। ମେ’ ୨୮ରେ ନୂଆ ସଂସଦ ଭବନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଉତ୍ସବରେ ବିଜେଡି ସାମିଲ ହେବ ବୋଲି ବୁଧବାର ଏକ ପ୍ରେସ୍‌ ରିଲିଜ ଜାରି କରି ପ୍ରକାଶ କରିଛି ବିଜେଡି।

ବିଜେଡି ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର ଏନେଇ ଏକ ପ୍ରେସ ରିଲିଜରେ କହିଛନ୍ତି, ଭାରତୀୟ ରାଷ୍ଟ୍ର ମୁଖ୍ୟ ହେଉଛନ୍ତି ଭାରତର ରାଷ୍ଟ୍ରପତି। ସେହିପରି ସଂସଦ ଭବନ ଭାରତର ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ୱ କରେ। ଏହି ଦୁଇ ସଂସ୍ଥା ହେଉଛି ଭାରତୀୟ ଗଣତନ୍ତ୍ରର ପ୍ରତୀକ ଓ ଭାରତୀୟ ସମ୍ବିଧାନ ଦ୍ୱାରା ଉଭୟ ଅଧିକାରପ୍ରାପ୍ତ। ଉଭୟ ସଂସ୍ଥାର ଅଧିକାର ଓ ଗାରିମା ସର୍ବଦା ସୁରକ୍ଷିତ ରହିବା ଉଚିତ। ବିଜେଡି ନିଶ୍ଚିତ ଭାବେ ଏହି ମହତ୍ୱ କାର୍ଯ୍ୟରେ ଉପସ୍ଥିତ ରହିବ ବୋଲି ଦଳ ପକ୍ଷରୁ ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri