ବିଜେଡି ୨, କଂଗ୍ରେସ ଗୋଟିଏ ଆସନ ଦଖଲ

ନୂଆପଡ଼ା ଅଫିସ,୮।୪: ନୂଆପଡା ଜିଲାର ୩ଟି ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ ଗୁରୁବାର ଶେଷ ହୋଇଛି। ୨ଟିରେ ବିଜେଡି ଓ ଗୋଟିଏରେ କଂଗ୍ରେସ ଦଖଲ କରିଛି। ନୂଆପଡା ଏନ୍‌ଏସିରେ ଉପାଧ୍ୟକ୍ଷଭାବେ ୱାର୍ଡ ନମ୍ବର ୩ର ବିଜେଡି ପ୍ରାର୍ଥତ୍ନୀ ସଞ୍ଜୁକ୍ତା ପଣ୍ଡା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଖରିଆର ରୋଡ ଏନ୍‌ଏସିରେ ଉପାଧ୍ୟକ୍ଷ ପଦ ଲାଗି ନିର୍ବାଚନ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ନିଶାନ୍ତ ଡାଗା ନିର୍ବାଚିତ ହୋଇଛନ୍ତି। ଏଠାରେ ଭାଜପା ଓ ବିଜେଡି ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ଭାଜପା ପକ୍ଷରୁ ୱାର୍ଡ ନମ୍ବର ୪ର ସନ୍ଦିପ ଶର୍ମା ଏବଂ ବିଜେଡି ପକ୍ଷରୁ ୱାର୍ଡ ନମ୍ବର ୮ର ନିଶାନ୍ତ ଡାଗା ନାମାଙ୍କନ ଦାଖଲ କରିଥିଲେ। ବିଜେଡି ପ୍ରାର୍ଥୀ ଡାଗା ୧୦ଖଣ୍ଡ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଶର୍ମା ୯ ଖଣ୍ଡ ଭୋଟ ପାଇଥିଲେ।

ଖଡିଆଳ ଏନ୍‌ଏସିରେ ଉପାଧ୍ୟକ୍ଷ ପଦବୀ ପାଇଁ କଂଗ୍ରେସ ପ୍ରାର୍ଥୀ ୱାର୍ଡ ନମ୍ବର ୭ର କାଉନସିଲର ସକୁନ୍ତଳା ରାଉତ ନାମାଙ୍କନ ଦାଖଲ କରିଥିବା ବେଳେ ବିଜେଡି ପକ୍ଷରୁ ୱାର୍ଡ ନମ୍ବର ୧ର ସୁଚିସ୍ମିିତା ମହାରଣା ନାମାଙ୍କନ ଦାଖଲ କରିଥିଲେ। କଂଗ୍ରେସ ପ୍ରାର୍ଥୀଙ୍କ ସପକ୍ଷରେ ୬ ଖଣ୍ଡ ଭୋଟ ପଡିଥିବା ବେଳେ ବିଜେଡି ପ୍ରାର୍ଥୀ ପାଇଥିଲେ ୫ଖଣ୍ଡ ଭୋଟ। ଫଳରେ ଗୋଟିଏ ଭୋଟରେ କଂଗ୍ରେସ ପ୍ରାର୍ଥୀ ସକୁନ୍ତଳା ରାଉତ ବିଜୟୀ ହୋଇଥିଲେ। ଭାଜପାର ୨ଜଣ କାଉନସିଲର ଅନୁପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?