୧୫ବର୍ଷ ପରେ ପୁଣି ମେଣ୍ଟ! ସେତେବେଳେ ଏମିତି ହୋଇଥିଲା ମେଣ୍ଟ ସରକାର

ଭୁବନେଶ୍ୱର,୬।୩: ପୁଣି ହେବ BJD-BJP ମେଣ୍ଟ! ଏକାଠି ନିର୍ବାଚନ ଲଢିବେ ବିଜୁ ଜନତା ଦଳ ଓ ଭାରତୀୟ ଜନତା ପାର୍ଟି। ଯଦିଓ ୩ଦିନ ତଳେ ଉଭୟ ଭାଜପା ଓ ବିଜେଡି ଏଭଳି ଚର୍ଚ୍ଚାକୁ ଆନୁଷ୍ଠାନିକ ଭାବେ ଖଣ୍ଡନ କରିଥିଲେ। ମାତ୍ର ଆଜିର ରାଜଧାନୀର ରାଜନୀତି ଏହି ଚର୍ଚ୍ଚାକୁ ଆହୁରି ଅଧିକ ଖୋରାକ ଯୋଗାଇଛି। କାଲି ଓଡିଶାକୁ ମୋଦି ଆସିଥିବାବେଳେ ଆଜି ଭାଜପା ନେତାଙ୍କୁ ହଠାତ୍‌ ଦିଲ୍ଲୀ ଡକାଯିବା ଓ ନବୀନ ନିବାସରେ ବୈଠକ ହେବ ଅନ୍ୟ କିଛି ଇଶାରା କରୁଛି।

ପୂର୍ବରୁ ଦୁଇଟି ବିଧାନସଭା ନିର୍ବାଚନ ବିଜେଡ-ଭାଜପା ଏକାଠି ଲଢିଥିଲେ । ୧୯୯୮ରେ ଉଭୟ ଦଳ ମଧ୍ୟରେ ପ୍ରଥମେ ମେଣ୍ଟ କରିଥିଲେ । ୨୦୦୦ ଏବଂ ୨୦୦୪ ରେ ଓଡ଼ିଶାରେ ଭାଜପା ଓ ବିଜେଡି ମେଣ୍ଟ ସରକାର ହୋଇଥିଲା । ୨୦୦୦ମସିହାରେ ବିଜେଡି ୬୮, ଭାଜପା ୩୮ ଆସନରେ ବିଜୟୀ ହୋଇଥିଲେ । ସେହିଭଳି ୨୦୦୪ରେ ବିଜେଡି ୬୧ ଓ ଭାଜପା ୩୨ଟି ଆସନରେ ବିଜୟୀ ହୋଇଥିଲା । ପରେ ୨୦୦୯ରେ ମେଣ୍ଟ ଭାଙ୍ଗିଥିଲା । ୨୦୦୯ ଏବଂ ୨୦୧୪ରେ ଉଭୟ ବିଜେଡି ଓ ଭାଜପା ଅଲଗା ଅଲଗା ନିର୍ବାଚନ ଲଢିଥିଲେ । ଏବେ ୨୦୨୪ ନିର୍ବାଚନକୁ ଆଉ ଦିନ କେଇଟା ବାକି ରହିଥିବା ବେଳେ ମେଣ୍ଟ ଚର୍ଚ୍ଚା ଜୋର୍‌ ଧରିଛି । ୧୫ ବର୍ଷ ପରେ ପୁଣି ବିଜେଡି-ଭାଜପା ମେଣ୍ଟ କରିବାକୁ ଯାଉଥିବା ଚର୍ଚ୍ଚା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri