୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଥିବା ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି।

ସେହିପରି ଦେବଗଡ଼ ‌ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଛି ବିଜେଡି। ଦେବଗଡ଼ ବିଧାନସଭା ପ୍ରାର୍ଥୀ ଅରୁନ୍ଧତୀ ଦେବୀଙ୍କ ବଦଳରେ ରୋମାଞ୍ଚ ରଞ୍ଜନ ବିଶ୍ବାଳଙ୍କୁ  ଦଳ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...

BJD: ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୩।୪: ୱକଫ୍‌ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ...

ପହଲଗାମ ଆକ୍ରମଣ ଉପରେ ରବର୍ଟ ଭଦ୍ରାଙ୍କ ବିବାଦୀୟ ବୟାନ, କହିଲେ-”ମୁସଲମାନମାନଙ୍କୁ ଦମନ କରାଯାଉଛି…”

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣକୁ ନେଇ ରବର୍ଟ ଭଦ୍ରାଙ୍କ ଏକ ବୟାନ ବିବାଦ ସୃଷ୍ଟି କରିଛି। ମଙ୍ଗଳବାର...

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର...

Pahalgam Terror Attack: ମୋଦି ସରକାରଙ୍କୁ ବଡ଼ ଅପିଲ କଲେ ଖାର୍ଗେ, କହିଲେ ଆମେ ସାଥିରେ ଅଛୁ

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ...

Kashmir Attack: ପାକିସ୍ତାନ ମୁହାଁ ଭାରତୀୟ ସେନା! ହେବ କି ବଡ଼ଯୁଦ୍ଧ

ନୂଆଦିଲ୍ଲୀ,୨୩।୪: ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଅତ୍ୟଧିକ ବୃଦ୍ଧି କରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri