ତୃତୀୟ ପର୍ଯ୍ୟାୟ ଲୋକ ସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୩ା୪: ବିଜେଡି ବୁଧବାର ତୃତୀୟ ପର୍ଯ୍ୟାୟ ଲୋକ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀମାନଙ୍କ ନାମ ଘୋଷଣା କରିଛନ୍ତି। ବଲାଙ୍ଗୀରରୁ ସୁରେନ୍ଦ୍ର ସିଂ ଭୋଇ, ଭଦ୍ରକରୁ ମଞ୍ଜୁଲତା ମଣ୍ଡଳ, ବରଗଡ଼ରୁ ପରିଣୀତା ମିଶ୍ର, ବ୍ରହ୍ମପୁରରୁ ଭୃଗୁ ବକ୍ସିପାତ୍ର ଏବଂ କେନ୍ଦୁଝରରୁ ଧନୁର୍ଜୟ ସିଦ୍ଧୁ ଲୋକ ସଭା ନିର୍ବାଚନ ଲଢ଼ିବା ନେଇ ନାମ ଘୋଷଣା ହୋଇଛି।

ସୂଚନାଯୋଗ୍ୟ, ବିଜେଡି ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୫ଟି ଲୋକ ସଭା ଆସନରେ ପ୍ରାର୍ଥୀ ଘୋଷଣା କରିଥିଲା। ଭୁବନେଶ୍ବର ଲୋକ ସଭା ଆସନରୁ ମନ୍ମଥ ରାଉତରାୟ ଟିକେଟ୍‌ ପାଇଥିବା ବେଳେ କଟକରୁ ସଂତୃପ୍ତ ମିଶ୍ର, କୋରାପୁଟରୁ କୌଶଲ୍ୟା ହିକ୍କା, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, ଯାଜପୁରରୁ ଶର୍ମିଷ୍ଠା ସେଠୀ, ଢେଙ୍କାନାଳରୁ ଅବିନାଶ ସାମଲ, ପୁରୀରୁ ଅରୂପ ପଟ୍ଟନାୟକ, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, କଳାହାଣ୍ଡିରୁ ଲମ୍ବୋଦର ନିଆଳ, ନବରଙ୍ଗପୁରରୁ ପ୍ରଦୀପ ମାଝି, ଆସିକାରୁ ରଞ୍ଜିତା ସାହୁ ବିଜେଡି ଟିକେଟ୍‌ରେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା

ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି...

ଗୌତମ ଗମ୍ଭୀର ହାଏ ହାଏ ସ୍ଲୋଗାନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ବିରାଟ କୋହଲି: Video ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଇନ୍ଦୋର,୨୦।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଶେଷ ହୋଇଛି। ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୧-୨ରେ ଜିତିଛି। ସିରିଜର ତୃତୀୟ...

ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ

ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ...

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri