ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ ଟିକେଟ୍‌ ଦେଇଛି। ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ।

ବଡ଼ଚଣାରେ ସରପ୍ରାଇଜ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ବର୍ଷାଙ୍କ ପ୍ରାର୍ଥିତ୍ୱ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri