୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି ଆସନଗୁଡ଼ିକ ହେଲା ଖଣ୍ଡପଡ଼ା, ନୀଳଗିରି ଏବଂ କୋରେଇ। ଏହି ଆସନରେ ବିଜେଡି ବର୍ତ୍ତମାନ ସୁଦ୍ଧା କାହାକୁ ପ୍ରାର୍ଥୀ କରିନାହିଁ। ଆଜି ସୁଦ୍ଧା ବିଜେଡି ୧୪୪ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri