୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି ଆସନଗୁଡ଼ିକ ହେଲା ଖଣ୍ଡପଡ଼ା, ନୀଳଗିରି ଏବଂ କୋରେଇ। ଏହି ଆସନରେ ବିଜେଡି ବର୍ତ୍ତମାନ ସୁଦ୍ଧା କାହାକୁ ପ୍ରାର୍ଥୀ କରିନାହିଁ। ଆଜି ସୁଦ୍ଧା ବିଜେଡି ୧୪୪ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି।