୬ ଜିଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୫ା୫: ସୋମବାର ଆଉ ୬ ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ବିଜେଡି। କେନ୍ଦୁଝର ପାଇଁ ଦଳ ଆଶିଷ ଚକ୍ରବର୍ତ୍ତୀଙ୍କ ନାଁ ଘୋଷଣା କରିଥିବା ବେଳେ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ, ମୟୂରଭଞ୍ଜ-୨: ଦେବାଶିଷ ମାରାଣ୍ଡିଙ୍କ ନାଁ ଘୋଷଣା କରିଛି। ସେହିପରି ସମ୍ବଲପୁର ପାଇଁ ରୋହିତ ପୂଜାରୀ ଏବଂ ବଲାଙ୍ଗୀର ପାଇଁ ସରୋଜ ମେହେରଙ୍କୁ ଦାୟିତ୍ୱ ଦେଇଛି ବିଜେଡି। ପୂର୍ବରୁ ବିଜେଡି ପୁରୀ ଜିଲା ପାଇଁ … Continue reading ୬ ଜିଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ