ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଢେଙ୍କାନାଳ ଲୋକ ସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ନିମାପଡା ଟିକେଟ୍‌ କଟିବା ପରେ ଅସନ୍ତୁଷ୍ଟ ଥିବା ସମୀର ବାରମ୍ବାର ନିଜର ଶକ୍ତି ପ୍ରଦର୍ଶନ କରିଆସୁଥିଲେ। ନିମାପଡା ବିଧାନସଭା ଆସନ ପାଇଁ ଘୋଷିତ ଦଳୀୟ ଟିକେଟ୍‌ର ପୁନର୍ବିଚାର କରିବ ନାହିଁ ବୋଲି ସ୍ପଷ୍ଟ ସନ୍ଦେଶ ଦେଇଛି । ଏହାସହିତ ଗତ ଦୁଇଦିନ ତଳେ ସମୀରଙ୍କ ସମର୍ଥନରେ ନିମାପ ବିଜେଡିର ଏକ ବୃହତ୍‌ ଗୋଷ୍ଠୀ ଦଳରୁ ସମୂହ ଇସ୍ତଫା ଦେବାର ଧମକ ମଧ୍ୟ ଦଳକୁ ପ୍ରଭାବିତ କରିନଥିବା ଜଣାପଡିଛି । ସୂଚନାନୁସାରେ, ନିମାପଡା ବିଧାନସଭା ଆସନରୁ ଚଳିତଥର ସମୀରଙ୍କ ବଦଳରେ ଭାଜପାରୁ ଆସିଥିବା ଦିଲ୍ଲୀପ ନାୟକଙ୍କୁ ବିଜେଡି ପ୍ରାର୍ଥୀ କରିଛି ।

ଅନ୍ୟପଟେ, ଦେବଗଡ ରାଣୀ ଅରୁନ୍ଧତୀ କୁମାରୀ ଦେବୀଙ୍କୁ ମଧ୍ୟ ନୂଆ ଦାୟିତ୍ୱ ଦେଇଛି ବିଜେଡି । ଦେବଗଡ ଆସନ ପାଇଁ ଦଳ ତାଙ୍କଠୁ ଟିକେଟ୍‌ ଫେରାଇଆଣିବା ପରେ ଏବେ ତାଙ୍କୁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri