ଦୁଇ ଜିଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କଲା ବିଜେଡି

ଭୁବନେଶ୍ୱର,୨ା୧୧: କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲା ପାଇଁ ଗୁରୁବାର ପର୍ଯ୍ୟବେକ୍ଷକ ନିଯୁକ୍ତି କରିଥିବା ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରେସ୍‌ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି।

ଖବର ଅନୁଯାୟୀ, ବିଜେଡି ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ପାଇଁ ପ୍ରତାପ ଜେନାଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଥିବା ବେଳେ ଭଦ୍ରକ ପାଇଁ ସଞ୍ଜୟ ଦାସ ବର୍ମାଙ୍କୁ ନିଯୁକ୍ତ କରିଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri