ଦିଲ୍ଲୀରେ ଭାଜପା ନେତୃତ୍ୱଙ୍କ ସହ ଶାହାଙ୍କ ବୈଠକ, ଯେକୌଣସି ମୁହୂର୍ତ୍ତରେ ଆସିପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୩।୩: ବିଜେଡି-ଭାଜପା ମେଣ୍ଟ ନେଇ ଚିତ୍ର ସ୍ପଷ୍ଟ ହେଉନି। ତେବେ ଏହି ଗୋଟେ ଦୁଇ ଦିନ ମଧ୍ୟରେ ମେଣ୍ଟକୁ ନେଇ ବଡ଼ ନିଷ୍ପତ୍ତି ହୋଇପାରେ। ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀରେ ଥିବା ୧୯-କୃଷକ ରୋଡସ୍ଥିତ ସରକାରୀ ବାସଭବନରେ ରାଜ୍ୟ ଭାଜପାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସେଠାରେ ମେଣ୍ଟକୁ ଆଲୋଚନା ହୋଇଥିବା କୁହାଯାଉଛି। ଏହି ସମୟରେ ଖବର ଆସିଛି ଯେ ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ରାଜ୍ୟ ଭାଜପାର ନେତୃତ୍ୱ ଭେଟି ଆସନ ବୁଝାମଣା ସମ୍ପର୍କରେ ଆଲୋଚନା କରୁଛନ୍ତି। ବୈଠକ ପରେ କେନ୍ଦ୍ରୀୟ ନେତୃତ୍ୱ ଶେଷ ନିଷ୍ପତ୍ତି ଶୁଣାଇବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri