ବିଜେଡି-ଭାଜପା ମେଣ୍ଟ! ଏମିତି ହେବ ଆସନ ବୁଝାମଣା

ଭୁବନେଶ୍ୱର,୮ା୩ (ଅନିଲ ଦାସ):ବିଜେଡି ଏବଂ ଭାଜପା ମଧ୍ୟରେ ମେଣ୍ଟ ଓ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି। ମିଳିଥିବା ଅସମର୍ଥିତ ସୂଚନା ଅନୁଯାୟୀ, ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏବଂ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗୁରୁବାର ରାତିରେ ଓଡ଼ିଶା ଭାଜପାର ପ୍ରଭାରୀ ସୁନୀଲ ବଂଶଲଙ୍କ ନୂଆଦିଲ୍ଲୀ ବାସଭବନରେ ଅନୁଷ୍ଠିତ ବୈଠକରେ ଯୋଗଦେଇଥିଲେ। ସେଠାରେ ମେଣ୍ଟ ଏବଂ ଆସନ ଭାଗବଣ୍ଟାକୁ ନେଇ ବିଶଦ ଆଲୋଚନା ହୋଇଥିଲା। ତଦନୁଯାୟୀ, ରାଜ୍ୟ ବିଧାନସଭା ନିର୍ବାଚନରେ ବିଜେଡି ୯୮ ଏବଂ ଭାଜପା ୪୯ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେହିପରି ଭାଜପା ୧୪ ଓ ବିଜେଡି ୭ ଲୋକ ସଭା ଆସନରେ ଲଢ଼ିବାକୁ ସହମତି ପ୍ରକାଶ କରିଥିବା ଶୁଣିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri