ପ୍ରଚାରବେଳେ ବିଜେଡି-ଭାଜପା ମୁହାଁମୁହିଁ

ଝାରସୁଗୁଡ଼ା ଅଫିସ,୮ା୨: ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ୍‌ ୧ନମ୍ବର ଜୋନ୍‌ରେ ନିର୍ବାଚନ ପ୍ରଚାର ବେଳେ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଭାଜପା ଜିଲା ପରିଷଦ ପ୍ରାର୍ଥିନୀ ଶବ୍ୟାସିନୀ ପ୍ରଧାନ, ଭାଜପା ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ଓ ତାଙ୍କ ସମର୍ଥକଙ୍କ ସହ ମିଶି ପ୍ରଚାର କରୁଥିବା ବେଳେ ବାରଗାଡ ଗ୍ରାମରେ ବିଜେଡି କର୍ମୀମାନେ ସେମାନଙ୍କୁ ଅଟକାଇ ବିରୋଧ କରିଥିଲେ। ଏହାକୁ ନେଇ ଦୁଇପକ୍ଷ ମଧ୍ୟରେ କଥା କଟାକଟି ହେବା ସହ ଯୁକ୍ତିତର୍କ ହୋଇଥିଲା।

ଖବରପାଇ ଲଇକେରା ଥାନା ଆଇଆଇସି ପ୍ରବୀର କେଶରୀ ତ୍ରିପାଠୀ ଓ ସାହଜପୁର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟ ଗୋଷ୍ଠୀଙ୍କୁ ବୁଝାଶୁଝା କରିଥିଲେ। ପରେ ଭାଜପାର ପ୍ରଚାର ଗାଡି ଆଗକୁ ଯାଇଥିଲା। ଏ ନେଇ ଲଇକେରା ଥାନା ଆଇଆଇସି ତ୍ରିପାଠୀ କହିଛନ୍ତି, ଭାଜପା ପ୍ରାର୍ଥିନୀ ନିର୍ବାଚନ ପ୍ରଚାର କରୁଥିବାବେଳେ କେତେଜଣ ବିଜେଡି କର୍ମୀ ତାଙ୍କୁ କିଛି ପ୍ରଶ୍ନ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ହେଲେ ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?