ବିଜେଡିରେ ବଡ଼ ହଲଚଲ! ବୈଠକ ଡାକିଲେ ଉପସଭାପତି, କହିଲେ….

ଭୁବନେଶ୍ବର,୮।୬: ଆସନ୍ତା ୧୦ ତାରିଖରେ ବିଜେଡିର ବଡ଼ ବୈଠକ ବସିବାକୁ ଯାଉଛି ।ଉପସଭାପତି ଦେବୀପ୍ରସାଦ ମିଶ୍ର ଏକ ପ୍ରେସ ରିଲିଜ ଜାରି କରି ବୈଠକ ଡ଼ାକିଛନ୍ତି । ଏହି ବୈଠକରେ ସମସ୍ତ ନେତାଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଚିଠିରେ କୁହାଯାଇଛି ଯେ, ବିଜେଡି କାର୍ଯ୍ୟାଳୟରେ ଆସନ୍ତା ୧୦ ତାରିଖ ଅପରାହ୍ନ ୪ଟାରେ ବୈଠକ ବସିବାକୁ ଯାଉଛି । ଦଳୀୟ ସଭାପତି ସମସ୍ତ ନେତାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଏବଂ ବିଚାରବିମର୍ଶ କରିବେ । SIR ସଂପର୍କୀତ କାର୍ଯ୍ୟକ୍ରମର ଅନୁପାଳନ, ବ୍ଲକ ଓ ପୌରାଞ୍ଚଳରେ ସାଂଗଠନିକ କମିଟି ଗଠନ ଓ ନିଆଯାଇଥିବା ଦଳୀୟ କାର୍ଯ୍ୟକ୍ରମ ସଂପର୍କରେ ତଥ୍ୟ ପ୍ରଦାନ କରିବା ନେଇ ଉଲ୍ଲେଖ କରାଯାଇଛି ।

ପ୍ରକାଶଥାଉକି, ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଛି । ଏନେଇ ବିଜେଡି ଏବେଠୁ ଅଣ୍ଟା ଭିଡିବା ଆରମ୍ଭ କରିଛି । ସବୁ ନେତାମାନଙ୍କୁ ଡ଼ାକି ବିଜେଡି ସଭାପତି ଗୁରୁମନ୍ତ୍ର ଦେବେ ବୋଲି ଚର୍ଚ୍ଚା ହେଉଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?