ପୂଜାର୍ଚ୍ଚନା ପରେ ରୋଡ୍‌ ଶୋ’ ଆରମ୍ଭ କଲେ ଅଳକା

ଝାରସୁଗୁଡ଼ା ଅଫିସ,୨୬ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବେଲପାହାଡ ପୌରାଞ୍ଚଳକୁ ଅଧିକ ଗୁରୁତ୍ୱ ଦେଇଛି। ଗୁରୁବାର ଦଳୀୟ ପ୍ରାର୍ଥିନୀ ଅଳକା ମହାନ୍ତି ଶନି ମନ୍ଦିରରେ ପୂଜାର୍ଚ୍ଚନା କରି ରୋଡ୍‌ ଶୋରେ ବାହାରିଥିଲେ। ଏହା ପୌରାଞ୍ଚଳର ୧ନମ୍ବର ଓ ୨ନମ୍ବର ଓ୍ବାର୍ଡଦେଇ ଗୁମାଡେରା ଜଗନ୍ନାଥ ମନ୍ଦିର ସମ୍ମୁଖରେ ପହଞ୍ଚତ୍ଥିଲା। ପରେ ସନ୍ଧ୍ୟାରେ ଗୁମାଡେରାସ୍ଥିତ ଗୁରୁଦ୍ୱାର ସମ୍ମୁଖରେ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଜେଡି ପ୍ରାର୍ଥିନୀ ମହାନ୍ତି, ମନ୍ତ୍ରୀ ଟୁକୁନି ସାହୁ, ମନ୍ତ୍ରୀ ସୁଶାନ୍ତ ସିଂହ, ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଧାୟିକା ରୀତା ସାହୁ, ଏମ୍‌ପି ମୁନା ଖାଁ, ପୂର୍ବତନ ଏମ୍‌ପି ପ୍ରଭାସ ସିଂହ, ଅଭିନେତା ଅରିନ୍ଦମ ରାୟ, ଅଭିନେତା ଆକାଶ ଦାସ ନାୟକ ପ୍ରମୁଖ ଯୋଗଦେଇ ବିଜେଡି ସରକାରଙ୍କ ବହୁମୁଖି ଯୋଜନା ସମ୍ପର୍କରେ ଉଦ୍‌ବୋଧନ ଦେଇଥିଲେ। ଏହାସହ ଦଳୀୟ ପ୍ରାର୍ଥିନୀଙ୍କୁ ଶଙ୍ଖଚିହ୍ନରେ ବିପୁଳ ପରିମାଣରେ ଭୋଟ୍‌ଦେଇ ଜୟଯୁକ୍ତ କରିବାପାଇଁ ନିବେଦନ କରିଥିଲେ। ସଭାକୁ ଶମ୍ବୁ ମହାନ୍ତି ପରିଚାଳନା କରିଥିବାବେଳେ ପୌର ଉପାଧ୍ୟକ୍ଷା ରୀନା ସୁନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri