ପ୍ରଚାର ମଇଦାନରେ ବିଜେଡି ପ୍ରାର୍ଥୀ, ମଙ୍ଗ ଧରିଛନ୍ତି ବିଧାୟକ

କୋକସରା,୨।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଦଳୀୟ ପ୍ରଚାରରେ ଉଠୁଛି ପଡୁଛି ଗାଁ ଦାଣ୍ଡ । ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ବାହାରି ଭୋଟରଙ୍କ ନିକଟରେ ନିଜ ସପକ୍ଷରେ ଭୋଟ ଦେବାକୁ କହୁଛନ୍ତି । କଳାହାଣ୍ଡି ଜିଲା କୋକସରା ବ୍ଲକ ୧ ନମ୍ବର ଆମପାଣି ଜିଲା ପରିଷଦ ଜୋନ୍‌ ଅନୁସୂଚିତ ଜନଜାତି ବର୍ଗର ପ୍ରାର୍ଥୀଙ୍କ ପାଇଁ ସଂରକ୍ଷିତ ରହିଛି। ବିଜେଡିରୁ ଦଳୀୟ ପ୍ରାର୍ଥୀ ହେମନ୍ତ ମାଝୀ ପ୍ରାର୍ଥୀ ହୋଇଛନ୍ତି। ମଙ୍ଗଳବାର ସେ କୋକସରା ବ୍ଲକର ବରାଡଙ୍ଗା ପଞ୍ଚାୟତ ଅଞ୍ଚଳରେ ଭୋଟ ପ୍ରଚାର କରୁଥିବା ବେଳେ ତାଙ୍କ ସହ ପ୍ରଚାରର ମଙ୍ଗ ଧରିଛନ୍ତି ସ୍ଥାନୀୟ ଧର୍ମଗଡ ବିଧାୟକ ମୌଷଧି ବାଗ । ବିଜେଡି ପ୍ରାର୍ଥୀ ହେମନ୍ତ ନବୀନ ସରକାରଙ୍କ ବିକାଶର ପ୍ରତିଶୃତି ଦେଇ ଭୋଟରଙ୍କ ମନ ଜିଣିବାକୁ ପ୍ରୟାସ କରୁଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇରେ ନକଲି ଔଷଧ ବ୍ୟବସାୟ

ପଟ୍ଟାମୁଣ୍ଡାଇ୪।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିମ୍ନମାନର ଔଷଧ ସାଙ୍ଗକୁ ମିସ୍‌ବ୍ରାଣ୍ଡଡେଡ୍‌ ଔଷଧ କାରବାର ବଢି ଚାଲିଛି ା ଏନେଇ ଜିଲା ଭେଷଜ ବିଭାଗ ଚୁପ୍‌...

ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ: ଅଫିସରେ ତାଲା ଦେଖି ରାସ୍ତା ଅବରୋଧ କଲେ ଲୋକେ

କେନ୍ଦୁଝର,୨୩।୧(ସ୍ବ.ପ୍ର.): ଛୁଟିଦିନରେ ଡ୍ରାଇଭିଂ ଟେଷ୍ଟ ପାଇଁ ଡକାଯାଇ ଥିବାରୁ ଗୁରୁବାର ସ୍ଥାନୀୟ ଆର୍‌ଟିଓ ଅଫିସରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଟେଷ୍ଟ ପାଇଁ ଆସିଥିବା ଶତାଧିକ...

ନିର୍ବାଚନୀ ହିଂସା: ୫ ଗୁରୁତର

ବ୍ରହ୍ମଗିରି,୧୬।୨(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି...

ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା...

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ...

ଟ୍ରାଇ ସାଇକେଲ ଲାଗି ଆବେଦନ କରି ଦିବ୍ୟାଙ୍ଗ ନିରାଶ

  କୋମନା,୨୧।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ କୁରୁମପୁରୀ ପଁଚେତ୍‌ କୁଶଦହନା ଗଁାର ପୁରୁଷୋତ୍ତମ ସାହୁ(୩୫)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି...

ସୁନ୍ଦର ଧାରା ଖଣ୍ଡାଧାର

କେନ୍ଦୁଝର, ୧୬ା୧ (ସ୍ବ.ପ୍ର.)-କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲା ସୀମାନ୍ତରେ ରହିଛି ମାଲାଙ୍ଗଟୋଲି ପର୍ବତମାଳା । ଏହି ପର୍ବତମାଳାରେ ଉଚ୍ଚ ମାନର ଖଣିଜସମ୍ପଦ ଗଚ୍ଛିତ ଥିବାବେଳେ ଏହା...

ବେଲପାହାଡ଼ ଏକ୍ସସିସ୍‌ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ଘଟଣା: ୧୦ ଦିନ ପରେ ଘଟଣାର ପର୍ଦ୍ଦାଫାସ, ବିହାରରୁ ଜଣେ ଗିରଫ, ବନ୍ଧୁକ ଜବତ

ଝାରସୁଗୁଡା ଅଫିସ/ଲଖନପୁର, ୧୪।୧୯(ଡି .ଏନ୍‌ .ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଏକ୍ସସିସ ବ୍ୟାଙ୍କରୁ ଗତ ୪ ତାରିଖରେ ସଶସ୍ତ୍ର ଡକାୟତି ହୋଇଥିଲା। ଡକାୟତମାନେ ବନ୍ଧୁକ ଦେଖାଇ...

Advertisement
Archives

Model This Week