ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ

ରାଉରକେଲା,୩।୬: ରାଜ୍ୟର ଚର୍ଚ୍ଚିତ ବିଧାନସଭା ଆସନ ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ସାରଦା ନାୟକ ବିଜୟୀ ନିକଟତମ ପ୍ରତିଦ୍ବନ୍ଦୀ ଭାଜପାର ଦିଲୀପ ରାୟଙ୍କୁ ୩୫୫୨ ଖଣ୍ଡ ଭୋଟରେ ହରାଇଛନ୍ତି। ସରାଦାଙ୍କୁ ମୋଟ ୬୪ ହଜାର ୬୬୦ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ୬୧ ହଜାର ୧୦୮ ଖଣ୍ଡ ଭୋଟ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ...

ଥାଇଲ୍ୟାଣ୍ଡରେ ବୌଦ୍ଧ ଭିକ୍ଷୁଙ୍କ ଯୌନ କେଳେଙ୍କାରୀ: ‘ମିସ୍‌ ଗଲ୍ଫ’ ନାମକ ମହିଳାଙ୍କ ବ୍ଲାକମେଲିଂ ରାକେଟରେ ହଇଚଇ

ବ୍ୟାଙ୍କକ,୧୮ା୭: ଥାଇଲ୍ୟାଣ୍ଡରେ ଏକ ବିଶାଳ ଯୌନ କେଳେଙ୍କାରୀ ପ୍ରକାଶ ପାଇଛି, ଯାହା ଦେଶର ବୌଦ୍ଧ ଧର୍ମୀୟ ପ୍ରତିଷ୍ଠାନକୁ ବିବାଦରେ ଟାଣି ଆଣିଛି। ଜଣେ ମହିଳା, ଯିଏ...

BCCI ଉପରେ ଖାଲି ଟଙ୍କା ବର୍ଷା: ଶାହାଙ୍କ ପୁଅ କରିଦେଲେ କମାଲ୍‌

ନୂଆଦିଲ୍ଲୀ,୧୮।୭: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ମଧ୍ୟରେ ଗଣାଯାଏ। ଏହା ପଛରେ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର...

ଆସୁଛି ପୁଣି ଏକ ବଡ଼ ଲଘୁଚାପ: ୨୪ ତାରିଖ ବେଳକୁ…

ଭୁବନେଶ୍ୱର,୧୮।୭: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ...

କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ, ରାତିରେ ଘରୁ ବାହାରିବା ମୁସ୍କିଲ

ଭୁବନେଶ୍ୱର,୧୮ା୭: କେନ୍ଦ୍ରାପଡ଼ା ଜିଲାରେ ଚାଲିଥିବା ବନ୍ୟା ବିଭୀଷିକା ମଧ୍ୟରେ ଏବେ କୁମ୍ଭୀର ଭୟ ଲୋକଙ୍କୁ ଆତଙ୍କିତ କରିଛି। ବ୍ରାହ୍ମଣୀ ନଦୀର ପାଣି ଗାଁ ଭିତରକୁ ପଶିଯିବା...

ପ୍ରେମରେ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୧୮।୭: ଭାରତୀୟ କ୍ରିକେଟର ଭବିଷ୍ୟତ ବୋଲି ବିବେଚନା କରାଯାଉଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି। ଏବେ ଇଂଲଣ୍ଡରେ ଭାରତୀୟ ୧୯ ବର୍ଷରୁ କମ...

ଆସିକା ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ପାଇଲେ ଯଜ୍ଞନାରାୟଣ, ଶରତ ଚନ୍ଦ୍ର

ପୁରୁଷୋତ୍ତମପୁର,୧୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆସିକା ଏମ୍‌ପିଙ୍କ ପ୍ରତିନିଧି ଭାବେ ଯଜ୍ଞନାରାୟଣ ଦାଶ ଓ ଶରତଚନ୍ଦ୍ର ପାଣିଗ୍ରାହୀଙ୍କୁ ନିଯୁକ୍ତି ମିଳିଛି। ଏଥିନେଇ ଏମପି ଅନିତା ଶୁଭଦର୍ଶନୀ...

କ୍ରିକେଟରଙ୍କ ପତ୍ନୀଙ୍କ ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଫସିଯିବେ କି ଶାମି?

ନୂଆଦିଲ୍ଲୀ,୧୮।୭: ମହମ୍ମଦ ଶାମିଙ୍କ ପତ୍ନୀ ହସିନ ଜାହାନ ପୁଣି ଥରେ ଖବର ଶିରୋନାମାରେ ଅଛନ୍ତି। କିନ୍ତୁ, ଏଥର ସେ ସମସ୍ୟାରେ ପଡ଼ିଛନ୍ତି। ପ୍ରକୃତରେ, ଭାରତୀୟ କ୍ରିକେଟରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri