ଆସିଲା ବିଜେଡି ପ୍ରାର୍ଥୀ ତାଲିକା, ପ୍ରକାଶ-ପ୍ରଶାନ୍ତଙ୍କୁ ଟିକେଟ୍‌

କଟକ,୫।୪: ପୁଣି ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ (BJD) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ୩ୟ ପର୍ଯ୍ୟାୟରେ ଆଉ କିଛି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ୭୧ ଜଣ ବିଧାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବା ବେଳେ ୨ୟ ପର୍ଯ୍ୟାୟରେ ୨୭ ଜଣ ଓ ତୃତୀୟ ପର୍ଯ୍ୟାୟରେ ୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ଏହାକୁ ମିଶାଇ ମୋଟ ୧୦୮ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଲାଣି ବିଜେଡି ।

ତେବେ ସାଲେପୁରର ପୂର୍ବତନ ବିଧାୟକ ତଥା କଟକ ଜିଲା ଭାଜପାର ପୂର୍ବତନ ସଭାପତ ପ୍ରକାଶ ବେହେରାଙ୍କୁ ମିଳିଛି ଟିକେଟ୍‌ । କିଛିଦିନ ପୂର୍ବରୁ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ଟିକେଟ୍‌ ମିଳିବା ପରେ ସାଲେପୁରରୁ ପ୍ରକାଶ ନା ପ୍ରଶାନ୍ତଙ୍କୁ ଟିକେଟ୍‌ ମିଳିବ ବୋଲି ଚର୍ଚ୍ଚା ହେଉଥିଲା। ଯାହାର ଆଜି ପୂର୍ଣ୍ଣଚ୍ଛେଦ ପଡିଛି। ପ୍ରକାଶଙ୍କୁ ବାରବାଟୀ କଟକରୁ ଟିକେଟ୍‌ ମିଳିଥିବାବେଳେ ପ୍ରଶାନ୍ତ ବେହେରାଙ୍କୁ ସାଲେପୁରରୁ ଟିକେଟ୍‌ ମିଳିଛି। ତେବେ ପ୍ରଶାନ୍ତଙ୍କ ଉପରେ ପୁଣି ସାଲେପୁର ଆସନରେ ଦଳ ବଜାୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ଆରମ୍ଭ ହେଲା Mettle Meet 2026 ମହାକୁମ୍ଭ

ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍‌’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ମେଟଲ ମଟ୍‌ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri