ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କ ସମର୍ଥକଙ୍କ ଗହଣରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ରାଜ୍ୟରେ ନବୀନ ସରକାରଙ୍କ ଜନ କଲ୍ୟାଣ କାର୍ଯ୍ୟକ୍ରମକୁ ନେଇ ଲୋକଙ୍କ ପାଖକୁ ଯିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri