୩୬ ନମ୍ବର ଜୋନ ଦଖଲ କଲା ବିଜେଡି

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ୩୬ ଜୋନ ଅଧୀନରେ ଥିବା ୧୦ଟି ପଞ୍ଚାୟତର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଜିଲା ବିଜେଡିର ଜିଲା ପରିଷଦ ପ୍ରାର୍ଥୀ ଭଜମନ ବେହେରା ୧୭ ୮୫୮ ଭୋଟ ପାଇଥିବା ବେଳେ ଭାଜପାର ରାଜକୁମାରୀ ବେହେରା ୬୭୦୦ ଭୋଟ ପାଇଛନ୍ତି। କଂଗ୍ରେସର ଭଗବାନ ବେହେରାଙ୍କୁ ୯୮୯ ଖଣ୍ଡ ଭୋଟ ମିଳିଛି। ଫଳରେ ବିଜେଡିର ଭଜମନ ବେହେରା ୧୧,୧୫୮ଭୋଟରେ ବିଜୟୀ ହୋଇଛନ୍ତି।

ସେହିପରି ପ୍ରତାପୁର ପଞ୍ଚାୟତର ସରପଞ୍ଚ ଦାସ ବେହେରା, ସମିତି ସଭ୍ୟ ଶୁଷମା ପାତ୍ର, ଆଛୁଲି ପଞ୍ଚାୟତର ସରପଞ୍ଚ ସୁଧାକର ଗୌଡ, ସମିତି ସଭ୍ୟ ବିନୋଦିନୀ ପଣ୍ଡା(ନିଦ୍ବନ୍ଦ), ହାଣ୍ଡିଘର ସରପଞ୍ଚ ସଙ୍ଗିତା ମହାପାତ୍ର, ସମିତି ସଭ୍ୟ ପିଙ୍କି ବେହେରା, ଚିଙ୍ଗୁଡି ଘାଇ ସରପଞ୍ଚ ବିଷ୍ଣୁ ପ୍ରିୟା ବେହେରା, ସମିତି ସଭ୍ୟ ରଶ୍ମୀରାଣି ପ୍ରଧାନ( ନିଦର୍‌ବନ୍ଦ), ବଡବରଗାଁ ପଞ୍ଚାୟତ ସରପଞ୍ଚ ଏନ୍‌ ଭାସ୍କର ଦୋରା, ସମିତି ସଭ୍ୟ ଜି ବିଷ୍ଣୁ ଦୋରା, ଅରଖପୁର ସରପଞ୍ଚ ରଶ୍ମୀତା ସେଠୀ, ସମିତି ସଭ୍ୟ ମିନତି ବେହେରା, କେଏନ ପୁର ସରପଞ୍ଚ ରାଜଲକ୍ଷ୍ମୀ ବେହେରା, ସମିତି ସଭ୍ୟ ଶାରଳା ବେହେରା, ଭୂତସରସିଙ୍ଗି ସରପଞ୍ଚ ମନୋଜ ଦାଶ, ସମିତି ସଭ୍ୟ ମମତା ଦଳେଇ, ସମା ସରପଞ୍ଚ ମମତା କୁମାରୀ ସେଠୀ, ସମିତି ସଭ୍ୟ ରିଙ୍କି ବେହେରା, ଶିକୁଳା ସରପଞ୍ଚ ପ୍ରଞ୍ଗାନ କୁମାରୀ ବେହେରା, ସମିତି ସଭ୍ୟ କୁମୁଦ ଚନ୍ଦ୍ର ବେହେରା ନିର୍ବାଚିତ ହୋଇଛନ୍ତି। ଏହାସହ ୱାର୍ଡ ସଭ୍ୟ ଫଳାଫଳ ଘୋଷଣା ହୋଇଛି।

ଗଞ୍ଜାମ ଏସ୍‌ପି ବ୍ରିଜେସ କୁମାର ରାୟ ଭୋଟ ଗଣତି କେନ୍ଦ୍ର ବୁଲି କାର୍ଯ୍ୟର ତଦାରଖ କରିଥିଲେ। ନିର୍ବାଚନ ଅଧିକାରୀ ବିଡିଓ ବିଜୟ କୁମାର ବେହେରା ଗଣତି କାର୍ଯ୍ୟର ପରିଚାଳନା କରିଥିଲେ। ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ତହସିଲଦାର ନିତିଶ କୁମାର ତ୍ରିପାଠୀ, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ, ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ଇନ୍ସପେକ୍ଟର ମମତା ସାମନ୍ତରାୟ ପ୍ରମୁଖ ନିର୍ବାଚନ ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri