୧୪ ନମ୍ବର ଜୋନରେ ବିଜେଡିର ବାଜିମାତ୍‌

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୪ ନମ୍ବର ଜୋନରେ ବିଜେଡି ମାଜିମାତ କରିଛି। ବିଜେଡି ପାର୍ଥିନୀ ସସ୍ମିତା ସ୍ବାଇଁ ୧୫ ହଜାର ୧୬୦ ଖଣ୍ଡ ଭୋଟ ପାଇଛନ୍ତି। ପ୍ରତିଦ୍ବନ୍ଦ୍ୱୀ ଭାଜପା ପାର୍ଥିନୀ ୪ ହଜାର ୯୮୨ ଖଣ୍ଡ ଭୋଟ ପାଇଛନ୍ତି l ଫଳରେ ସସ୍ମିତା ୧୦ହଜାର ୧୭୮ ଖଣ୍ଡ ଅଧିକ ଭୋଟ ପାଇ ବିଜୟୀ ହୋଇଛନ୍ତି l ଅନ୍ୟପକ୍ଷେ ସିପିଆଇଏମ୍‌ର ଗାୟତ୍ରୀ ଗୌଡ଼ ୩ ହଜାର ୭୪୮ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସର ସସ୍ମିତା ମହାରଣା ୭୩୭ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri