୧୪ ନମ୍ବର ଜୋନରେ ବିଜେଡିର ବାଜିମାତ୍‌

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ୧୪ ନମ୍ବର ଜୋନରେ ବିଜେଡି ମାଜିମାତ କରିଛି। ବିଜେଡି ପାର୍ଥିନୀ ସସ୍ମିତା ସ୍ବାଇଁ ୧୫ ହଜାର ୧୬୦ ଖଣ୍ଡ ଭୋଟ ପାଇଛନ୍ତି। ପ୍ରତିଦ୍ବନ୍ଦ୍ୱୀ ଭାଜପା ପାର୍ଥିନୀ ୪ ହଜାର ୯୮୨ ଖଣ୍ଡ ଭୋଟ ପାଇଛନ୍ତି l ଫଳରେ ସସ୍ମିତା ୧୦ହଜାର ୧୭୮ ଖଣ୍ଡ ଅଧିକ ଭୋଟ ପାଇ ବିଜୟୀ ହୋଇଛନ୍ତି l ଅନ୍ୟପକ୍ଷେ ସିପିଆଇଏମ୍‌ର ଗାୟତ୍ରୀ ଗୌଡ଼ ୩ ହଜାର ୭୪୮ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସର ସସ୍ମିତା ମହାରଣା ୭୩୭ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୟନୀୟ ସ୍ଥିତିରେ ଶତାଧିକ କୁମ୍ଭକାର ପରିବାର

ଜୁନାଗଡ,୨୬।୪(ଡି.ଏନ୍‌.ଏ.)  ମହାମାରୀ କରୋନା ଯୋଗୁ ସରକାରଙ୍କ କଟକଣା ଓ ଲକ୍‌ଡାଉନ ଲୋକଙ୍କ ହାତରୁ ରୋଜଗାର ଛଡାଇ ନେଇଛି। କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କଳିଆକୁଣ୍ଡଲ ଗ୍ରାମରେ...

ଖୋର୍ଦ୍ଧା, ବାଣପୁରରେ କୁତ୍ରିମ ବନ୍ୟା: ଘରେ ପଶିଲା ବର୍ଷାଜଳ

ଖୋର୍ଦ୍ଧା ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିରେ ଖୋର୍ଦ୍ଧା ସହର ସମେତ...

ନିର୍ମାଣ ହେବ ୧୪ ଫ୍ଲଡ୍‌ ଫୋର୍‌କାଷ୍ଟିଂ ସିଷ୍ଟମ

ଯାଜପୁର,୨୧ା୭(ହର୍ଷବର୍ଦ୍ଧନ ବେହେରା): ବୈତରଣୀ ଓ ବୁଢାବଳଙ୍ଗ ନଦୀରେ ଅତିରିକ୍ତ ଭାବେ ୧୪ଟି ବନ୍ୟା ପୂର୍ବାନୁମାନ ପଦ୍ଧତି ବା ଫ୍ଲଡ୍‌ ଫୋର୍‌କାଷ୍ଟିଂ ସିଷ୍ଟମ ନିର୍ମାଣ ହେବ। ଯାଜପୁର...

ଦିବ୍ୟାଙ୍ଗ ଝି’ର ଉପରେ ବୁରୁଧ୍‌ ବାପର ବୋଝ୍‌

  ବିନିକା,୨୪ା୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁାର ଶରତ ଦାଶକଁର ଝି’ ଶୁଭଙ୍କରୀ ଦାଶ(୩୮)। ସେ ଜନ୍‌ମୁ ଦିବ୍ୟାଙ୍ଗ ଆଏ। ସେ...

ଜମାକାରୀଙ୍କ ଫିକ୍ସ ଡିପୋଜିଟ୍‌ରୁ ୮ଲକ୍ଷ ଟଙ୍କା ଗାଏବ

ଡେରାବିଶ/ପାଟକୁରା, ୫ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଜମାକାରୀଙ୍କ ଅଗୋଚରରେ ଫିକ୍ସ ଡିପୋଜିଟ୍‌ରୁ ୮ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲ୍ଳକ...

ରମଜାନ ମାସରେ ଖାଦ୍ୟ ବାଣ୍ଟୁଛନ୍ତି ୨୦ ମୁସ୍‌ଲିମ୍‌ ଯୁବକ

କଟକ ଅଫିସ,୩୦ା୪: ମୁସଲମାନ ସମ୍ପ୍ରଦାୟଙ୍କ ପାଇଁ ପବିତ୍ର ମାସ ରମ୍‌ଜାନ୍‌। ଏହି ମାସଟିକୁ ସେମାନେ ବର୍ଷ ତମାମ ଅପେକ୍ଷା କରିଥାନ୍ତି। ଦାନ ଓ ପୂଣ୍ୟ ମାସ...

କ୍ରିକେଟ ଖେଳରୁ ବଚସା: ସାଙ୍ଗଙ୍କ ବ୍ୟାଟ୍‌ ମାଡ଼ରେ ନାବାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ, ୧୧ା୪(ଡ଼ି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖରିଡ଼ା ଗ୍ରାମରେ ଶନିବାର ପିଲାଙ୍କ କ୍ରିକେଟ ଖେଳରୁ ବଚସା ହୋଇ ଜଣେ ନାବାଳକଙ୍କ ବ୍ୟାଟ୍‌ ମାଡ଼ରେ ଅନ୍ୟ...

୨ ପରିବାର ମଧ୍ୟରେ ସଂଘର୍ଷ, ୬ ଆହତ

ଭଞ୍ଜନଗର,୧୦ା୧୦(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ତୁରୁମରେ ସୋମବାର ରାତିରେ ୨ ପରିବାର ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ସଂଘର୍ଷ ହୋଇଛି। ଏଥିରେ ଉଭୟ ପକ୍ଷର ୬ରୁ ଉର୍ଦ୍ଧ୍ୱ ଆହତ...

Advertisement
Archives

Model This Week