ସବୁ ନିର୍ବାଚନମଣ୍ଡଳୀରେ ମହିଳା ଦିବସ ପାଳୁଛି ବିଜେଡି

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ଆଜି ପ୍ରତି ନିର୍ବାଚନମଣ୍ଡଳୀରେ ଏହି ଦିବସ ପାଳନ କରୁଛି ବିଜେଡି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମହିଳା ସଶକ୍ତିକରଣ ପାଇଁ ବିଜୁ ଜନତା ଦଳ ବିଭିନ୍ନ ପଦକ୍ଷେପ ନେଇଛି । ଆଜି ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀରେ ମହିଳା ଦିବସ ପାଳିବା ସହିତ ମହିଳାଙ୍କ ପାଇଁ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri