ବିଜେଡି ମୋତେ ଧୋକା ଦେଇଛି: ସାଂଘାତିକ ଅଭିଯୋଗ ଆଣିଲେ ଛାତ୍ର ନେତା ହରିଶଙ୍କର

ଭୁବନେଶ୍ୱର,୮।୯: ଛାତ୍ର ବିଜେଡି ସଭାପତି ଚୟନକୁ ନେଇ ସଂଗଠନ ଭିତରେ କନ୍ଦଳ ଦେଖାଯାଇଛି। ଛାତ୍ର ବିଜେଡି ନେତା ହରିଶଙ୍କର ରାଉତ ଦଳ ଧୋକା ଦେଇଥିବା କହିଛନ୍ତି। ହରିଶଙ୍କର କହିଛନ୍ତି,୨୦୧୭, ୨୦୨୦, ୨୦୨୫ରେ କହିଲେ ସଭାପତି କରିବୁ, କଲେ ନାହିଁ। ଏବେ କହୁଛନ୍ତି ନିଷ୍ପତ୍ତି କିଏ ନେଇଛି ଆମେ ଜାଣିନୁ। ଦଳର ନିଷ୍ପତ୍ତି ବୋଧହୁଏ ଆଉ କିଏ ନେଉଛି। ବ୍ୟୋମକେଶଙ୍କୁ ପଚାରିବାରୁ ସେ କହିଲେ ମୁଁ ଜାଣିନାହିଁ ନିଷ୍ପତି କିଏ ନେଇଛି। ନବୀନ ବାବୁଙ୍କୁ ଦେଖାକରିବା ପାଇଁ ମଧ୍ୟ ସୁଯୋଗ ନାହିଁ । ଏତେ ବର୍ଷ ଦଳରେ କାମ କରି ସଭାପତିଙ୍କୁ ଦେଖା କରିପାରୁନାହିଁ। ଦଳର ନିଷ୍ପତ୍ତି ବର୍ତ୍ତମାନ କିଏ ନେଉଛି, ତାହା ସମସ୍ତଙ୍କୁ ଜଣାପଡ଼ଛି।

ରାଜ୍ୟରେ ଛାତ୍ର ସଂଗଠନ ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ ସଭାପତି ଚୟନ କରିଥିଲା। ଯୁବନେତ୍ରୀ ଇପ୍ସିତା ସାହୁଙ୍କୁ ଏହି ଦାୟିତ୍ୱ ଦେଇଥିଲା। ଏଥି ସହିତ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅନ୍ୟ ୪ ଜଣ ନେତାଙ୍କୁ ଛାତ୍ର ବ୍ୟାପାର ଦାୟିତ୍ୱ ଦେଇଥିଲେ। ସେମାନେ ହେଲେ ଦେବେଶ ଆଚାର୍ଯ୍ୟ, ଦେବୀ ରଂଜନ ତ୍ରିପାଠୀ, ଶୁଭାଶିଷ ଖୁଣ୍ଟିଆ ଓ ସୌଭିକ ବିଶ୍ବାଳ। ସେହିପରି ଚିନ୍ମୟ ସାହୁଙ୍କୁ ବିଜେଡି ସୁପ୍ରିମୋ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତି କରାଯାଇଥିଲା। ଏହି ଘୋଷଣା ପରଠାରୁ ବିଜେଡି ଛାତ୍ର ନେତାଙ୍କ ମଧ୍ୟରେ ଗୋଷ୍ଠୀକନ୍ଦଳ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri