ବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର

ବାଲିଗୁଡ଼ା,୧୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ୍‌। ବାଲିଗୁଡ଼ା ବିଧାନସଭା କ୍ଷେତ୍ରରେ ମେ’ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତିର ପେଡ଼ି ଖୋଲିବେ। କେଉଁ ବର୍ଗର ଲୋକଙ୍କୁ କିଭଳି ନିଜ ଭୋଟ ବ୍ୟାଙ୍କ ଭାବେ ଆପଣାଇବ ସେ ନେଇ କିପରି ଆକୃଷ୍ଟ କରାଯିବ ତାହା ଏବେ ଠାରୁ ଆରମ୍ଭ ହୋଇଯାଇଛି। ବାଲିଗୁଡା ନିର୍ବାଚନ ମଣ୍ଡଳୀ ଅଧୀନରେ ବାଲିଗୁଡ଼ା, କ.ନୂଆଗାଁ, ତୁମୁଡିବନ୍ଧ, କୋଟଗଡ଼ ବ୍ଲକ ସମେତ ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ରହିଛି। ଏଥିରେ ମୋଟ୍‌ ୧ଲକ୍ଷ ୬୦ ହଜାର ଭୋଟର ରହିଛନ୍ତି । କନ୍ଧମାଳ ଲୋକ ସଭା କ୍ଷେତ୍ରର ସବୁଠାରୁ କମ୍‌ ଭୋଟର ରହିଥିବା ବିଧାନସଭା ନିର୍ବାଚନ ମଣ୍ଡଳୀ। ଏହି ନିର୍ବାଚନ ମଣ୍ଡଳୀରେ ସଂଖ୍ୟାଲଘୁ ଭୋଟରଙ୍କ ସଖ୍ୟା ୨୦ ରୁ ୩୦ ଶତକଡ଼ା ରହିଥିବାରୁ ଏହି ଭୋଟରଙ୍କୁ ନିଜ ଦଳ ପ୍ରତି ଆକୃଷ୍ଟ କରିବା ପାଇଁ ବିଜେଡି ଓ କଂଗ୍ରେସ ନଜର ରଖିଛନ୍ତି। ବିଜେଡି ଓ କଂଗ୍ରେସ ଚଳିତ ନିର୍ବାଚନରେ ଜଣେ ସଂଖ୍ୟାଲଘୁଙ୍କୁ ପ୍ରାର୍ଥୀ କରିବା ପାଇଁ ଚିନ୍ତା କରୁଥିବା ଜଣାପଡ଼ିଛି। ସଂଖ୍ୟାଲଘୁ ଭୋଟର ବାଲିଗୁଡା ନିର୍ବାଚନ ମଣ୍ଡଳୀର ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବେ ବୋଲି ରାଜନୀତି ସମୀକ୍ଷକମାନେ କହୁଛନ୍ତି। ୨୦୧୯ ନିର୍ବାଚନରେ ସଂଖ୍ୟାଲଘୁ ଭୋଟର ଶାସକ ବିଜେଡି ଆଡ଼କୁ ଯାଇଥିବାରୁ ବିଜୟୀ ହୋଇଥିବା ରାଜନୀତି ସମୀକ୍ଷକମାନେ କହୁଛନ୍ତି। ଚଳିତ ବର୍ଷ ସଂଖ୍ୟାଲଘୁ ଭୋଟରଙ୍କୁ ଶାସକ ବିଜେଡି ରଖିପାରିବ କି ନାହିଁ ତାହା ଏବେ ଠାରୁ କହିବା କଷ୍ଟକର ବ୍ୟାପାର। ଗତ ଦୁଇ ସପ୍ତାହ ହେଲା ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ନେଇ ଦୁଇ ଦଳର ବରିଷ୍ଠ ନେତାଙ୍କ ମଧ୍ୟରେ ଆଲୋଚନା ଚାଲିଛି । ଫଳରେ ମେଣ୍ଟକୁ ନେଇ ସବୁଆଡ଼େ ଦୁଇ ଦଳର କର୍ମୀ, କୁଜିନେତା ଓ ଲୋକଙ୍କ ମଧ୍ୟରେ ନାନା କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ବର୍ତ୍ତମାନ ସୁଦ୍ଧା ପଡ଼ିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?