ମିଶିଗଲେ ବିଜେଡି, କଂଗ୍ରେସ: ଭାଙ୍ଗିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବାଚସ୍ପତିଙ୍କ ବିବୃତି ଦାବି କଲା ବିଜେଡି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ଦାବି କରିଛନ୍ତି। ଏ ନେଇ କକ୍ଷତ୍ୟାଗ କରିଛନ୍ତି ବିଜେଡି ବିଧାୟକ।

ଅନ୍ୟପକ୍ଷେ ଘଣ୍ଟ ପିଟି ବିଧାନସଭା ଅଭିମୁଖେ ବାହାରିଥିଲେ କଂଗ୍ରେସ ବିଧାୟକ। ବିଧାନସଭା ଅଭିମୁଖେ ନିଲମ୍ବିତ ୧୨ ବିଧାୟକଙ୍କ ସହ ତାରା ଓ ରମେଶ ଜେନା ମଧ୍ୟ ସାମଲ ଅଛନ୍ତି। ମାଷ୍ଟର କ୍ୟାଣ୍ଟିନ ଛକ ଧାରଣାସ୍ଥଳରୁ ସେମାନେ ଚାଲିଚାଲି ଯାଇଛନ୍ତି।

ଏପଟେ ବିବୃତି ଦାବି କରି କକ୍ଷତ୍ୟାଗ କରିଥିବା ବିଜେଡି ବିଧାୟକକଂଗ୍ରେସ ସହ ବିଧାନସଭା ସମ୍ମୁଖରେ ମିଶିଯାଇଛନ୍ତି । ସେଇଠି ଦେଖିବାକୁ ମିଳିଛି ପୁଣି ହାଇଡ୍ରାମା, କଂଗ୍ରେସ ପରେ ବିଜେଡିର ହାଇଡ୍ରାମା। ମିଶିକି ବ୍ୟାରିକେଡ ଭାଙ୍ଗିଦେଲେ ବିଜେଡି ଓ କଂଗ୍ରେସ ବିଧାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri