ତାଗିଦ ପରେ ବି ମୁହଁ ଖୋଲିଲେ ବିଜେଡି କର୍ପୋରେଟର୍‌

ଭୁବନେଶ୍ୱର, ୫।୭ (ବନ୍ଦନା ସେଠୀ):ଭୁବନେଶ୍ୱର ବିଜେଡିର ସାଙ୍ଗଠନିକ ଜିଲା ସଭାପତି ସୁଶାନ୍ତ ରାଉତଙ୍କ ତାଗିଦା ପରେ ବି ମୁହଁ ବନ୍ଦ କରିପାରିନାହାନ୍ତି ବିଜେଡି କର୍ପୋରେଟର ବିରଞ୍ଚତ୍ ନାରାୟଣ ମହାସୁପକାର। ଗଣମାଧ୍ୟମକୁ ବିବୃତ୍ତି ଦେଇ ସେ କହିଛନ୍ତି, ଦଳର ସଭାପତି ନବୀନ ପଟ୍ଟନାୟକ ସର୍ବାଗ୍ରେ ରହିଛନ୍ତି। ତାଙ୍କ ଅନୁମତି ବିନା ଆମେ କିଛି କରିପାରିବୁ ନାହିଁ। ଯେଉଁମାନେ ଖବରଦାତା ସମ୍ମିଳନୀ କରିଥିଲେ ଏବଂ ଯେଉଁଭଳି ବକ୍ତବ୍ୟ ବାହାରେ ରଖୁଛନ୍ତି, ତାହା ଠିକ୍‌ ନୁହେଁ। ଏଭଳି ସମ୍ମିଳନୀ କରିବା ସମ୍ପୃକ୍ତ କର୍ପୋରେଟରଙ୍କ ବୁଦ୍ଧି ନୁହେଁ, ଏଥିପାଇଁ ତାଙ୍କୁ କୌଣସି ବିଧାୟକ କିମ୍ବା ହାରିଥିବା ବିଧାୟକ ପ୍ରବର୍ତ୍ତାଇଛନ୍ତି। ଏହା ଠିକ୍‌ ନୁହେଁ ବୋଲି ବିରଞ୍ଚତ୍ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri