ଘରକୁ ଘର ବୁଲି ଧଳା ଲଫାପା ବାଣ୍ଟୁଥିଲେ ବିଜେଡି ନେତ୍ରୀ, ଭିତରେ ଥିଲା…

ଭୁବନେଶ୍ୱର,୩୦।୫: ରାଜଧାନୀ ଭୁବନେଶ୍ୱର ଖାରବେଳ ନଗର ଅଞ୍ଚଳର ବିଜୟଲକ୍ଷ୍ମୀ ମହାପାତ୍ର ଓ ଦିବ୍ୟଜ୍ୟୋତି ଜେନା ବୁଧବାର ରାତିରେ ଉଦଳା ନିର୍ବାଚନମଣ୍ଡଳୀର ଗୁଧିମରା ଗାଁରେ ପହଞ୍ଚି ଘରକୁ ଘର ବୁଲି ଧଳା ଲଫାପା ବାଣ୍ଟୁଥିଲେ। ଯେଉଁ ଲଫାପାରେ ୨୦୦୦ ଟଙ୍କା ଥିଲା। ଏହା ଜାଣିପାରି ଗାଁ ଲୋକେ ପୋଲିସକୁ ଖବର ଦେଇଥିଲେ। ଉଦଳା ଥାନା ପୋଲିସ ମାମଲା ରୁଜୁ କରି ବିଜେଡି ନେତ୍ରୀ ଓ ତାଙ୍କସାଥୀଙ୍କୁ ଗିରଫ କରିଛି। ଏଥିସହ ଟଙ୍କା ଓ ବିଜେଡି ଟି-ସାର୍ଟ ମଧ୍ୟ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri