‘ବିଜେଡି ଲଢ଼ିବା ଭଳି ଲାଗୁନି, କେବଳ ଫିଲ୍‌ ଇନ୍‌ ଦ ବ୍ଲାଙ୍କସ୍‌’

ଭୁବନେଶ୍ୱର,୨୦ା୧୦: ନୂଆପଡ଼ା ଉପନିର୍ବାଚନରେ ଭାଜପାର ବୃହତ ବିଜୟ ହେବ କହିଛନ୍ତି ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି, ରାଜନୀତି ଯେଉଁଭଳି ମୋଡ଼ ନେଉଛି ବିଜେଡି ବିଲୁପ୍ତ ହେବ। ବିଜେଡିକୁ ବଞ୍ଚାଇ ରଖିବା ପାଇଁ କେନ୍ଦ୍ରୀୟ ନେତୃତ୍ୱ ଚାହୁଁଛନ୍ତି। ଆମେ ମଧ୍ୟ ଚାହୁଁ ନାହୁଁ ବିଜେଡି ବିଲୁପ୍ତ ହୋଇଯାଉ। ନୂଆପଡ଼ାରେ ଭାଜପା ଏକପାଖିଆ ଜିତିବ ବୋଲି ଭବିଷ୍ୟବାଣୀ କରିଛନ୍ତି ଜୟନାରାୟଣ। ବିଜେଡି ପାଖେ ପ୍ରାର୍ଥୀ ନ ଥିଲା ଯେଉଁଥିପାଇଁ ଜିଲା ଡେଇଁ ଅତାବିରାରୁ ପ୍ରାର୍ଥୀ କଲେ।

ସେ ଆହୁରି ମଧ୍ୟ କହିଛନ୍ତି ବିଜେଡି ଲଢ଼ିବା ଭଳି ଲାଗୁନି, କେବଳ ଫିଲ ଇନ୍‌ ଦ ବ୍ଲାଙ୍କସ୍‌ ନ୍ୟାୟରେ କାର୍ଯ୍ୟ କରୁଥିବା କଟାକ୍ଷ କରି କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି, ପ୍ରାର୍ଥୀଙ୍କୁ ବହିଷ୍କାର କରିଛନ୍ତି ବୋଲି ଜୟନାରାୟଣ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri