ପ୍ରେସମିଟ୍‌ କରି ସ୍ପଷ୍ଟ କଲା ବିଜେଡି, କେଉଁଠି ଅଛନ୍ତି ପାଣ୍ଡିଆନ୍‌

ଭୁବନେଶ୍ୱର,୬।୫: ବିଜେଡିର ପରାଜୟ ପରେ ପାଣ୍ଡିଆନ୍‌ ଦିଲ୍ଲୀ ଚାଲିଯାଇଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ବିଜେଡି ଏହାର ସ୍ପଷ୍ଟୀକରଣ ରଖିଛି। ଖବରଦାତା ସମ୍ମିଳନୀ କରି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଗୁରୁବାର ସୂଚନା ଦେଇ କହିଛନ୍ତି ନବୀନଙ୍କ ନିର୍ଦ୍ଦେଶରେ ପାଣ୍ଡିଆନ୍‌ ଦିଲ୍ଲୀ ଗସ୍ତ କରିଛନ୍ତି ।

ମାତ୍ର ଦଳର ବିପର୍ଯ୍ୟୟ ପରେ କାହିଁକି ନବୀନଙ୍କ ସହ ନାହାନ୍ତି ପାଣ୍ଡିଆନ୍‌ ପ୍ରଶ୍ନର ଉତ୍ତରରେ ସସ୍ମିତ କିଛି କହିନଥିଲେ। କେବଳ ବିବୃତ୍ତି ପଢ଼ି ଉଠି ପଳାଇଯାଇଥିଲେ।

ଏହା ପୂର୍ବରୁ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) କହିଥିଲେ, ନବୀନ ବାବୁଙ୍କ ନିର୍ଦ୍ଦେଶରେ ଦଳ କାମ କରେ। ନବୀନ ବାବୁଙ୍କ ଛଡ଼ା ଦଳରେ ଆଉ କେହି ଲିଡ୍‌ କରିନାହାନ୍ତି। ଦଳରେ ନବୀନ ବାବୁ ସର୍ବୋଚ୍ଚ ନେତା ଥିଲେ, ସବୁ ବେଳେ ରହିବେ। ନବୀନଙ୍କ ଇଛା କାହାକୁ କେତେବେଳେ ରଖିବେ, କାହାକୁ ନ ରଖିବେ। ସେଇଟା ସେ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri