ସ୍ବାମୀଙ୍କୁ ଲୋକ ସଭା, ସ୍ତ୍ରୀଙ୍କୁ ବିଧାନସଭା ଟିକେଟ୍‌ ଦେଲା ବିଜେଡି

ଭୁବନେଶ୍ୱର,୨୨।୪: ବିଜେଡି ସୋମବାର ଆଉ ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ୪ ଜଣ ବିଧାୟକଙ୍କ ଟିକେଟ କଟିଥିବାବେଳେ ଦୁଇ ଜଣ ବିଧାୟକଙ୍କ ସ୍ତ୍ରୀଙ୍କୁ ଟିକେଟ ଦେଇଛି ଦଳ। ସବୁଠୁ ଏଥର ରୋଚକ ସ୍ଥିତି ମୟୁରଭଞ୍ଜରେ ଦେଖିବାକୁ ମଳିଛି। ଏଠାରେ ବିଜେଡି ଉଭୟ ସ୍ବାମୀ-ସ୍ତ୍ରୀଙ୍କୁ ଟିକେଟ୍‌ ଦେଇଛି। ମୟୁରଭଞ୍ଜ ଲୋକ ସଭା ଆସନରୁ ସୁଦାମ ମାର୍ଣ୍ଡିଙ୍କୁ ଟିକେଟ୍‌ ଦିଆଯାଇଥିବାବେଳେ ତାଙ୍କ ସ୍ତ୍ରୀ ରଞ୍ଜିତାଙ୍କୁ ବିଧାୟକ ପ୍ରାର୍ଥୀ କରାଯାଇଛି।
ଏହି ପର୍ଯ୍ୟାୟକୁ ମିଶାଇ ବିଜେଡି ଏଯାବତ ୧୪୧ଟି ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଆଉ ୬ଟି ଆସନ ଖୋର୍ଦ୍ଧା, ବେଗୁନିଆ, ଖଣ୍ଡପଡା, କୋରେଇ, ଭୋଗରାଇ ଓ ନୀଳଗିରି ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା ବାକି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

କ୍ରାନ୍ତି ଦିବସରେ ଯୁବଶକ୍ତି ଟ୍ରଷ୍ଟର ‘କ୍ରାନ୍ତି ହିଁ କର୍ତ୍ତବ୍ୟ’କାର୍ଯ୍ୟକ୍ରମ

ଭୁବନେଶ୍ୱର, ଭୁବନେଶ୍ୱର, ୧୦।୮: ଐତିହାସିକ ଭାରତ ଛାଡ ଆନ୍ଦୋଳନର ସ୍ମୃତି ଓ ଚେତନାକୁ ନୂତନ ଯୁବ ପିଢିଙ୍କ ମଧ୍ୟରେ ପହଞ୍ଚାଇବା ସହ ଯୁବ ଶକ୍ତିକୁ ଦେଶ ଓ…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri