ବିଜେଡି ସରକାର ଗଠନ କରିସାରିଛି, ବିରୋଧୀ ହାଓ୍ବା କରୁଛନ୍ତି: ପାଣ୍ଡିଆନ

ଭୁବନେଶ୍ୱର,୨୬ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ରହିଛି। ଭାଜପା ସରକାର ଗଠନ କରିବ ବୋଲି କହୁଥିବା ବେଳେ ବିଜେଡି ମଧ୍ୟ ଜୋର୍‌ ଦେଇ କହୁଛି ସେ ସରକାର ଗଠନ କରିବ। ଏନେଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ବିଜେଡି ଉଭୟ ଲୋକ ସଭା ଓ ବିଧାନସଭାରେ ୮୦ରୁ ୮୫ ପ୍ରତିଶତ ଆସନରେ ବିଜୟ ହାସଲ କରିସାରିଛି। ସେ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ଓ ଲୋକଙ୍କ ଆଶୀର୍ବାଦରେ ବିଜେଡି ବଡ଼ ବିଜୟ ହାସଲ କରି ସରକାର କରିବ।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଜେଡି ସରକାର ଗଠନ କରି ସାରିଛି। ଭୁବନେଶ୍ୱରରେ ରେକର୍ଡ ପୋଲିଂ ହୋଇଛି। ମଧ୍ୟବିତ୍ତଙ୍କ ପାଇଁ ଯୋଜନା ଓ ଯୁବ ବଜେଟ୍‌ ଲୋକଙ୍କ ହୃଦୟକୁ ଛୁଇଁଛି। ସବୁଠି ବିଜେଡି ସପକ୍ଷରେ ଜନମତ ରହିଛି। ମୁଖ୍ୟମନ୍ତ୍ରୀଙ୍କ ମଧ୍ୟବିତ୍ତଙ୍କ ପ୍ଲାନ ଯୋଗୁ ଭୋଟ ହାର ବଢ଼ିଥିବା ପାଣ୍ଡିଆନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri