ବିଜେଡିକୁ ଧୈର୍ଯ୍ୟ ରଖିବାକୁ ପଡ଼ିବ କହିଲେ…

ଭୁବନେଶ୍ୱର, ୨୫।୧୧(ସୁନିତ୍‌ ମିଶ୍ର):ଗଣତନ୍ତ୍ରରେ ହିଂସାକୁ କେହି ସମର୍ଥନ କରିବା ଉଚିତ ନୁହେଁ। ବିଜେଡି କେଉଁ ଅର୍ଥରେ ଏହାକୁ ସମର୍ଥନ କରୁଛି ତାହା ବୁଝାପଡ଼ୁନି। ସେମାନେ ଏହାକୁ ନିନ୍ଦା କରିବା ସହ ବିରୋଧ କରିବା ଆବଶ୍ୟକ। ପୂର୍ବରୁ ସେମାନେ ବହୁତ ବଡ଼ବଡ଼ କଥା କହୁଥିଲେ। ହେଲେ କ୍ଷମତା ଯିବା ପରେ ବିରୋଧୀ ହେବାକୁ ମାନସିକସ୍ତରରେ ପ୍ରସ୍ତୁତ ହୋଇନାହାନ୍ତି। ସେମାନଙ୍କୁ ଧୈର୍ଯ୍ୟ ରଖିବାକୁ ପଡ଼ିବ। ସେମାନେ ହିଂସା ରାସ୍ତା ପରିହାର କରନ୍ତୁ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣା ନେଇ ରବିବାର ଗଣମାଧ୍ୟମକୁ ସୂଚନା ଦେଇ ମନମୋହନ କହିଛନ୍ତି, ଜଣେ ବ୍ୟକ୍ତି ତା’ ନିଜ ସ୍ବାର୍ଥ ପାଇଁ ସବୁକିଛି କରୁଛି। ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଏହା ପ୍ରାୟୋଜିତ ଗଣ୍ଡଗୋଳ ଭଳି ଜଣାପଡ଼ୁଛି। ତଦନ୍ତ ହେଲେ ସବୁକିଛି ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri