ସସପେଣ୍ଡର ଗୁମର ଫିଟାଇଲେ ପ୍ରମିଳା! ସିଧା ସିଧା କହିଦେଲେ…

ଭୁବନେଶ୍ୱର,୨୪।୯: ବିଜେଡିରୁ ନିଲମ୍ବିତ ହେବାପରେ ପୁଣି ବିଜେଡିକୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର । ଗତ କିଛି ଦିନ ହେଲା ବିଜେଡିକୁ ନେଇ ତେରଚ୍ଛା ବାଣ ମାରି ଆସୁଥିଲେ ଶ୍ରୀମୟୀ । ଏବେ ନିଲମ୍ବନ ପରେ ସିଧା ଟାର୍ଗେଟ କରିଛନ୍ତି। ଯାହାପରେ ତାଙ୍କୁ ସେପ୍ଟେମ୍ବର ୨୩ରେ ଦଳରୁ ନିଲମ୍ବିତ କରାଯାଇଛି । ଏହାପରେ ଆଜି ପୁଣି ଥରେ ନାଁ ନନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ।

ସେପଟେ ଶ୍ରୀମୟୀଙ୍କ ଉପରେ ବର୍ଷିଛନ୍ତି ପ୍ରମିଳା ମଲ୍ଲିକ । ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, “ନିର୍ବାଚନ ବିଷୟରେ ନିୟମ କଣ ଆମେ ତାଙ୍କଠୁ ଶିଖିବୁ ? ଏମିତି କେତେ ଆସିବେ କେତେ ଯିବେ । ଯିଏ ବିଶୃଙ୍ଖଳା କରିବ ସେ ବିଦା ହେବ । ସିଏ ମାଡାମ କଣ କି ? ସେଭଳି ଲୋକ କେତେ ଅଛନ୍ତି ଆମ ଦଳରେ । ଜଣକ ପାଇଁ ଏତେ ଚର୍ଚ୍ଚା କାହିଁକି ? ତାଙ୍କୁ କେହି ବ୍ୟବହାର କରିନାହାନ୍ତି, ସିଏ ଦଳକୁ ବ୍ୟବହାର କରିଛନ୍ତି । ସେ କହୁଛନ୍ତି ଦଳରେ ନାହାଁନ୍ତି ତାହାଲେ ଦଳରେ କ୍ଷମତା କେମିତି ଉପଭୋଗ କରୁଥିଲେ । ଦଳ କ୍ଷମତାରୁ ଗଲା ପରେ ତାଙ୍କୁ ଆହୁରି କ୍ଷମତା ଦରକାର ଥିଲା । ନବୀନ ବାବୁ ଆଗରୁ ତାଙ୍କ ପାଇଁ ଭଲ ଥିଲେ ଏବେ କଣ ହେଲା ଖରାପ ହେଇଗଲେ ? ଶ୍ରୀମୟୀଙ୍କ ପ୍ରତି କୌଣସି ଅନ୍ୟାୟ ହୋଇନି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri