ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ୨୦୨୪ ମତ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, କଟକର ବାଙ୍କୀ ବିଧାନସଭା ଆସନରେ ବିଜେଡି ଆଗୁଆ ରହିଛି। ବାଙ୍କୀ ବିଜେଡିକୁ ୪୦୭୧, ଭାଜପା ୩୫୫୨, କଂଗ୍ରେସ ୨୯୨୭ ଭୋଟ ମିଳିଛି।
ପ୍ରଥମ ରାଉଣ୍ଡରେ ବିଜେଡି ୫୧୯ରେ ଆଗୁଆ।
ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ୨୦୨୪ ମତ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, କଟକର ବାଙ୍କୀ ବିଧାନସଭା ଆସନରେ ବିଜେଡି ଆଗୁଆ ରହିଛି। ବାଙ୍କୀ ବିଜେଡିକୁ ୪୦୭୧, ଭାଜପା ୩୫୫୨, କଂଗ୍ରେସ ୨୯୨୭ ଭୋଟ ମିଳିଛି।
ପ୍ରଥମ ରାଉଣ୍ଡରେ ବିଜେଡି ୫୧୯ରେ ଆଗୁଆ।
ନୂଆଦିଲ୍ଲୀ,୩୧।୩: ଆଇପିଏଲ୍ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…
ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…
ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…
ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…